Matthew 11:12 — Compare Translations

7 translations compared side by side

Odia - 1840
"ବାପ୍ତିଜକ ଯୋହନଙ୍କ ସମୟରୁ ଆଜି ପର୍ୟ୍ଯନ୍ତ ସ୍ବର୍ଗ ରାଜ୍ଯ ଶକ୍ତି ବୃଦ୍ଧି ପାଉଅଛି। ଏହାକୁ ବଳ ପ୍ରଯୋଗ କରି ଅଧିକାର କରି ନବୋପାଇଁ ହିଂସ୍ର ପ୍ରକୃତିର ଲୋକମାନେ ଚେଷ୍ଟା କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ବାପ୍ତିଜକ ଯୋହନଙ୍କ ସମୟଠାରୁ ଆଜି ପର୍ଯ୍ୟନ୍ତ ସ୍ଵର୍ଗରାଜ୍ୟ ବଳରେ ଆକ୍ରା; ହେଉଅଛି; ପୁଣି ବଳରେ ଆକ୍ରମଣକାରୀମାନେ ପରାକ୍ରମରେ ତାହା ଅଧିକାର କରୁଅଛନ୍ତି।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋହନ ତାଙ୍କ ବାର୍ତ୍ତା ପ୍ରଚାର କରିବା ଦିନଠାରୁ ଆଜିପର୍ଯ୍ୟନ୍ତ ସ୍ୱର୍ଗରାଜ୍ୟ ଉପରେ ପ୍ରବଳ ଆକ୍ରମଣ ଚାଲିଛି। ଉଗ୍ର ପ୍ରକୃତିର ଲୋକମାନେ ସେଥିରେ ବଳପୂର୍ବକ ପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ବାପ୍ତିଜକ ଯୋହନଙ୍କ ସମୟରୁ ଆଜି ପର୍ଯ୍ୟନ୍ତ ସ୍ୱର୍ଗରାଜ୍ୟର ଶକ୍ତି ବୃଦ୍ଧି ପାଉଅଛି। ଏହାକୁ ବଳ ପ୍ରୟୋଗ କରି ଅଧିକାର କରି ନେବା ପାଇଁ ହିଂସ୍ର ପ୍ରକୃତିର ଲୋକମାନେ ଚେଷ୍ଟା କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ବାପ୍ତିଜକ ଯୋହନଙ୍କ ସମୟଠାରୁ ଆଜି ପର୍ଯ୍ୟନ୍ତ ସ୍ୱର୍ଗରାଜ୍ୟ ବଳରେ ଆକ୍ରାନ୍ତ ହେଉଅଛି; ପୁଣି, ବଳରେ ଆକ୍ରମଣକାରୀମାନେ ପରାକ୍ରମରେ ତାହା ଅଧିକାର କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ, ବାପ୍ତିଜକ ଯୋହନଙ୍କ ସମୟଠାରୁ ଆଜି ପର୍ଯ୍ୟନ୍ତ ସ୍ୱର୍ଗରାଜ୍ୟ ବଳରେ ଆକ୍ରାନ୍ତ ହେଉଅଛି; ପୁଣି, ବଳରେ ଆକ୍ରମଣକାରୀମାନେ ପରାକ୍ରମରେ ତାହା ଅଧିକାର କରୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುವಾಂವ್ ಬಾವ್ತಿಸಾನ್ ಅಪ್ನಿ ಸಾಂಗ್ತಲಿ ಖಬರ್ ಸಾಂಗಲ್ಲ್ಯಾಕ್ನಾ ಆಜ್ ಪತರ್‍ಬಿ ಸರ್‍ಗಾಚ್ಯಾ ರಾಜ್ ಘಟ್ ಹೊವ್ನಗೆತ್ ಹಾಯ್, ಅನಿ ತರಾಸ್ ದಿತಲಿ ಲೊಕಾ ತೆ ಅಪ್ನಾಚೆ ಕರುನ್ ಘೆವ್ಕ್ ಬಗುಲ್ಯಾತ್.