Matthew 11:13 — Compare Translations

7 translations compared side by side

Odia - 1840
"ଯୋହନଙ୍କ ସମୟ ପୂର୍ବରୁ ସମସ୍ତ ଭବିଷ୍ଯଦ୍ବକ୍ତା ଓ ମାଶାଙ୍କେ ନିୟମ ଭବିଷ୍ଯଦ୍ବାଣୀ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସମସ୍ତ ଭାବବାଦୀ ଓ ବ୍ୟବସ୍ଥାଶାସ୍ତ୍ର ଯୋହନଙ୍କ ପର୍ଯ୍ୟନ୍ତ ଭାବବାଣୀ କହିଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋହନଙ୍କ ଆଗମନ ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ବକ୍ତବ୍ୟରେ ସେହି ରାଜ୍ୟ ବିଷୟରେ କୁହାଯାଉଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୋହନଙ୍କ ସମୟ ପୂର୍ବରୁ ସମସ୍ତ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଓ ମୋଶାଙ୍କ ନିୟମ ଭବିଷ୍ୟ‌‌‌‌‌‌‌ଦ୍‌‌ବାଣୀ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସମସ୍ତ ଭାବବାଦୀ ଓ ମୋଶାଙ୍କ ବ୍ୟବସ୍ଥା ବାପ୍ତିଜକ ଯୋହନଙ୍କ ସମୟ ପର୍ଯ୍ୟନ୍ତ ଭାବବାଣୀ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସମସ୍ତ ଭାବବାଦୀ ଓ ମୋଶାଙ୍କ ବ୍ୟବସ୍ଥା ଯୋହନଙ୍କ ପର୍ଯ୍ୟନ୍ତ ଭାବବାଣୀ କହିଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುವಾಂವಾಚ್ಯಾ ಕಾಲಾಪತರ್ ಸಗ್ಳ್ಯಾ ಪ್ರವಾದ್ಯಾನಿ ಅನಿ ಮೊಯ್ಜೆಚ್ಯಾ ಖಾಯ್ದ್ಯಾನಿ ದೆವಾಚ್ಯಾ ರಾಜಾಚ್ಯಾ ವಿಶಯಾತುಚ್ ಬೊಲ್ಲ್ಯಾನಾತ್.