Matthew 11:18 — Compare Translations
7 translations compared side by side
Odia - 1840
"ବର୍ତ୍ତମାନର ଲୋକମାନେ ସପରେି। ଯୋହନ ଆସିଲେ। କିନ୍ତୁ ଅନ୍ୟମାନଙ୍କ ଭଳି ସେ ଖାଉନଥିଲେ କି ପିଉ ନଥିଲେ। ଲୋକେ କହିଲେ, 'ତାହାଙ୍କ ଦହେ ରେ ଭୂତ ପଶି ଯାଇଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯୋହନ ଆସି ଭୋଜନପାନ କଲେ ନାହିଁ, ଆଉ ଲୋକେ କହନ୍ତି, ସେ ଭୂତଗ୍ରସ୍ତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋହନ ଆସି ଉପବାସ କରୁଥିଲେ ଓ ସୁରାପାନ କରୁ ନ ଥିଲେ। ସମସ୍ତେ କହିଲେ, ‘ସେ ଭୃତଗ୍ରସ୍ତ’।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନର ଲୋକମାନେ ସେହିପରି। ଯୋହନ ଆସିଲେ, କିନ୍ତୁ ଅନ୍ୟମାନଙ୍କ ଭଳି ସେ ଖାଉ ନ ଥିଲେ କି ପିଉ ନ ଥିଲେ। ଲୋକେ କହିଲେ, ‘ତାହାଙ୍କ ଦେହରେ ଭୂତ ପଶି ଯାଇଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯୋହନ ଆସି ଭୋଜନପାନ କଲେ ନାହିଁ, ଆଉ ଲୋକେ କହନ୍ତି, ‘ସେ ଭୂତଗ୍ରସ୍ତ।’
Odia IRV 2017 (ଓଡିଆ ବାଇବେଲ)
କାରଣ ଯୋହନ ଆସି ଭୋଜନପାନ କଲେ ନାହିଁ, ଆଉ ଲୋକେ କହନ୍ତି, ସେ ଭୂତଗ୍ରସ୍ତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಜುವಾಂವ್ ಯೆಲೊ ಅನಿ ತೆನಿ ಉಪಾಸ್ ಕರ್ಲ್ಯಾನ್ ಅನಿ ವಾಯ್ನ್ ಫಿವ್ಕ್ ನಾ. ತನ್ನಾ ಸಗ್ಳ್ಯಾ ಲೊಕಾನಿ ತೆಕಾ ಗಿರೊಲಾಗ್ಲಾ ಮಟ್ಲ್ಯಾನಿ.