Matthew 11:19 — Compare Translations

7 translations compared side by side

Odia - 1840
"ତା'ପରେ ମନୁଷ୍ଯପୁତ୍ର ଆସିଲେ। ସେ ଅନ୍ୟମାନଙ୍କ ଭଳି ଖିଆପିଆ କଲେ। ଲୋକେ କହିଲେ, ' ଦେଖ, ଏ ଲୋକ ପଟେୁଆ ଓ ମଦୁଆ। ସେ ପାପୀ ଓ କର ଆଦାୟକାରୀ ଓ ମନ୍ଦ ଲୋକମାନଙ୍କ ବନ୍ଧୁ।' କିନ୍ତୁ କାର୍ୟ୍ଯ ଦ୍ବାରା ଜ୍ଞାନ ସତ୍ଯ ବୋଲି ପ୍ରମାଣିତ ହାଇେଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ଵାରା ଯଥାର୍ଥ ବୋଲି ପ୍ରମାଣିତ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେବେଳେ ମନୁଷ୍ୟ ପୁତ୍ର ଆସି ଖାଦ୍ୟପେୟ ବାରଣ କଲେ ପାହିଁ, ସମସ୍ତେ କହିଲେ, ‘ଏହି ଲୋକଟାକୁ ଦେଖ। ସେ ଗୋଟିଏ ପେଟୁ ଓ ମଦୁଆ, କରଆଦାୟକାରୀ ଓ ସମାଜଚ୍ୟୁତ ଲୋକମାନଙ୍କ ବନ୍ଧୁ।’ ସେ ଯାହାହେଉ, ଈଶ୍ୱରଙ୍କ ବିଚାର ଯେ ଯଥାର୍ଥ, ଏହା ପରିଣାମରୁ ପ୍ରକାଶ ପାଇବ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମନୁଷ୍ୟପୁତ୍ର ଆସିଲେ। ସେ ଅନ୍ୟମାନଙ୍କ ଭଳି ଖିଆପିଆ କଲେ। ଲୋକେ କହିଲେ, ‘ଦେଖ, ଏ ଲୋକ ପେଟୁଆ ଓ ମଦୁଆ। ସେ ପାପୀ ଓ କରଆଦାୟକାରୀ ଓ ମନ୍ଦ ଲୋକମାନଙ୍କ ବନ୍ଧୁ।’ କିନ୍ତୁ କାର୍ଯ୍ୟ ଦ୍ୱାରା ଜ୍ଞାନ ସତ୍ୟ ବୋଲି ପ୍ରମାଣିତ ହୋଇଥାଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହେଲା।”
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನ್ಸಾಚೊ ಲೆಕ್ ಯೆಲ್ಲ್ಯಾ ತನ್ನಾ ತೆನಿ ಖಾಲ್ಯಾನ್ ಅನಿ ಫಿಲ್ಯಾನ್, ತನ್ನಾ ತೆಕಾ ಲೊಕಾನಿ, ಹ್ಯಾ ಮಾನ್ಸಾಕ್ ಉಲ್ಲೆ ಬಗಾ, ಹ್ಯೊ ಫಿದೊಡೊ ಅನಿ ಬಕಾಸುರ್, ಅನಿ ತೆರ್‍ಗಿ ವಸುಲ್ ಕರ್‍ತಲ್ಯಾಂಚೊ ಅನಿ ಪಾಪಿ ಲೊಕಾಂಚೊ ದೊಸ್ತ್! ಮಟ್ಲ್ಯಾನಿ. ಖರೆ ದೆವಾಚಿ ಬುದ್ವಂತ್ಕಿ ಅಪ್ನಾಚ್ಯಾ ಕಾಮಾನಿಚ್ ಅಪ್ನಾಚೆ ಖರೆಪಾನ್ ದಾಕ್ವುನ್ ದಿತಾ. ಮನುನ್ ಸಾಂಗಟ್ಲ್ಯಾನ್.