Matthew 11:2 — Compare Translations
7 translations compared side by side
Odia - 1840
"ପ୍ତିଜକ ଯୋହନ କାରାଗାର ରେ ଥିଲେ। ସେ ଯୀଶୁ ଖ୍ରୀଷ୍ଟଙ୍କ କାର୍ୟ୍ଯକଳାପ ବିଷୟ ରେ ଶୁଣିଲେ। ସେ ନିଜର କେତକେ ଶିଷ୍ଯଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିମଧ୍ୟରେ ଯୋହନ ଖ୍ରୀଷ୍ଟଙ୍କ କର୍ମର ବିବରଣ କାରାଗାରରେ ଶୁଣି ଆପଣା ଶିଷ୍ୟମାନଙ୍କ ଦ୍ଵାରା ତାହାଙ୍କୁ ପଚାରି ପଠାଇଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେକେବେଳେ ଜଳଦୀଷାତା ଯୋହନ ବନ୍ଦୀଶାଳାରେ ଥିଲେ। ଯୀଶୁ ଯେଉଁସବୁ କାଯ୍ୟ କରୁଥିଲେ, ତାହାର ସମ୍ବାଦ ପାଇ ସେ ନିଜର ଦୁଇ ଶିଷ୍ୟଙ୍କୁ ଯୀଶୁଙ୍କ ନିକଟକୁ ପଠାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ବାପ୍ତିଜକ ଯୋହନ କାରାଗାରରେ ଥିଲେ। ସେ ଯୀଶୁ ଖ୍ରୀଷ୍ଟଙ୍କ କାର୍ଯ୍ୟକଳାପ ବିଷୟରେ ଶୁଣିଲେ। ସେ ନିଜର କେତେକ ଶିଷ୍ୟଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ବାପ୍ତିଜକ ଯୋହନ ଖ୍ରୀଷ୍ଟଙ୍କ କର୍ମର ବିବରଣ କାରାଗାରରେ ଶୁଣି ଆପଣା ଶିଷ୍ୟମାନଙ୍କ ଦ୍ୱାରା ତାହାଙ୍କୁ ପଚାରି ପଠାଇଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିମଧ୍ୟରେ ଯୋହନ ଖ୍ରୀଷ୍ଟଙ୍କ କର୍ମର ବିବରଣ କାରାଗାରରେ ଶୁଣି ଆପଣା ଶିଷ୍ୟମାନଙ୍କ ଦ୍ୱାରା ତାହାଙ୍କୁ ପଚାରି ପଠାଇଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಂಧಿಖಾನ್ಯಾತ್ ಹೊತ್ತ್ಯಾ ಜುವಾಂವ್ ಬಾವ್ತಿಸಾನ್, ಕ್ರಿಸ್ತ್ ಕಸ್ಲಿ-ಕಸ್ಲಿ ಕಾಮಾ ಕರುಕ್ ಲಾಗ್ಲಾ ಮನುನ್ ಮನ್ತಲೆ ಆಯಿಕ್ಲ್ಯಾನ್, ತಸೆಮನುನ್ ತೆನಿ ಅಪ್ನಾಚ್ಯಾ ಶಿಸಾಕ್ನಿ ತೆಚೆಕ್ಡೆ ಧಾಡುನ್ ದಿಲ್ಯಾನ್.