Matthew 11:21 — Compare Translations
7 translations compared side by side
Odia - 1840
"ସେ କହିଲେ, 'ହାୟ କୋରାଜୀନ୍! ହାୟ ବେଥ୍ସାଇଦା! ତୁମ୍ଭ ଅଞ୍ଚଳ ରେ ଯେଉଁ ଆଶ୍ଚର୍ୟ୍ଯ କାର୍ୟ୍ଯଗୁଡିକ କରାଗଲା, ସଗେୁଡିକ ଯଦି ସୋର ଓ ସୀଦୋନ ରେ କରିଥାଆନ୍ତୁ, ତବେେ ବହୁ ପୂର୍ବରୁ ସେ ଲୋକମାନେ ହୃଦୟ ଓ ଜୀବନ ପରିବର୍ତ୍ତନ କରି ସାରି ଥାଆନ୍ତେ। ସମାନେେ ଅଖା ପିନ୍ଧି ଓ ଦହେ ରେ ପାଉଁଶ ବୋଳି ହାଇେ ତାହାଙ୍କ ପାପ ପାଇଁ ଦୁଃଖ ପ୍ରକାଶ କରି ସାରି ଥାଆନ୍ତେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାୟ, ଦଣ୍ତର ପାତ୍ର କୋରାଜୀନ୍, ହାୟ, ଦଣ୍ତର ପାତ୍ର ବେଥ୍ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ଶକ୍ତିର କାର୍ଯ୍ୟ କରାଯାଇ ଅଛି, ସେହିସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ହେ କୋରାଜିନ, କେଡ଼େ ଭୟାବହ ଦଶା ତୁମେ ଭୋଗିବ! ବେଥସାଇଦା, ତୁମର ଦଶା ମଧ୍ୟ ତଦ୍ରୁପ। ତୁମ ମଧ୍ୟରେ ଯେଉଁ ଅଲୌକିକ କାର୍ଯ୍ୟସବୁ ଯଦି ସୋର ଓ ସିଦୋନରେ କରାଯାଇଥାନ୍ତା, ସେଠିକାର ଲୋକମାନେ ଦେହରେ ପାଉଁଶ ବୋଳିହୋଇ ଅଖା ପିନ୍ଧି ଅନତାପ କରିଥାନ୍ତେ।
Odia Bible ERV 2004 (ପବିତ୍ର ବାଇବଲ)
ସେ କହିଲେ, ‘‘ହାୟ କୋରାଜୀନ୍! ହାୟ ବେଥ୍ସାଇଦା! ତୁମ୍ଭ ଅଞ୍ଚଳରେ ଯେଉଁ ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ କରାଗଲା, ସେଗୁଡ଼ିକ ଯଦି ସୋର ଓ ସୀଦୋନ ରେ କରିଥାଆନ୍ତୁ, ତେବେ ବହୁ ପୂର୍ବରୁ ସେ ଲୋକମାନେ ହୃଦୟ ଓ ଜୀବନ ପରିବର୍ତ୍ତନ କରି ସାରି ଥାଆନ୍ତେ। ସେମାନେ ଅଖା ପିନ୍ଧି ଓ ଦେହରେ ପାଉଁଶ ବୋଳି ହୋଇ ତାହାଙ୍କ ପାପ ପାଇଁ ଦୁଃଖ ପ୍ରକାଶ କରି ସାରି ଥାଆନ୍ତେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନ ସହରମାନଙ୍କରେ କରାଯାଇଥାଆନ୍ତା, ତେବେ ସେମାନେ ସମୟ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ।
Odia IRV 2017 (ଓଡିଆ ବାଇବେଲ)
ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାନ୍ତା, ତେବେ ସେମାନେ ସମୟ ପୁର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ,ಖೊರಾಜಿನಾ, ಮಿಯಾ ತುಜಿ ಗತ್ ಕಾಯ್ ಸಾಂಗು! ಬೆತ್ಸಾಯಿದಾ, ತುಜಿಬಿ ಗತ್ ಮಿಯಾ ಕಾಯ್ ಸಾಂಗು! ತುಮ್ಚ್ಯಾ ಮದ್ದಿ ಕರಲ್ಲಿ ತವ್ಡಿ ವಿಚಿತ್ರ್ ಕಾಮಾ ಮಿಯಾ ತಿರ್ ಅನಿ ಸಿದೊನಾತ್ ಕರ್ಲ್ಯಾರ್ ಥೈತ್ಲಿ ಲೊಕಾ ಅಪ್ನಿ ಪಾಪಾನಿತ್ನಾ ದೆವಾಕ್ಡೆ ಪರತ್ಲಾವ್ ಮನುನ್ ದಾಕ್ವುಕ್ ಕನ್ನಾಚ್ಕಿ ಆಂಗಾರ್ ಗೊನಿಚಿಲ್ ಘಾಲುನ್ ಘೆವ್ನ್ ರಕ್ಕಾ ಆಂಗಾ ವರ್ತಿ ಸಿಪ್ಡುನ್ ಘೆಯ್ ಹೊತ್ತಿ ಕಾಯ್ಕಿ.