Matthew 11:22 — Compare Translations

7 translations compared side by side

Odia - 1840
"କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ ବିଚାର ଦିନ ରେ ସୋର ଓ ସୀଦୋନର ଅପେକ୍ଷା ତୁମ୍ଭ ଦଶା ଅଧିକ ଖରାପ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର-ଦିନରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ଓ ସୀଦୋନର ଦଶା ସହନୀୟ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମୁଁ ନିଶ୍ଚିତଭାବେ କହୁଛି, ଈଶ୍ୱର ବିଚାର ଦିନରେ ତୁମ୍ଭମାଂଙ୍କ ଅପେକ୍ଷା ସୋର ଓ ସିଦୋନର ଲୋକମାନଙ୍କୁ ଅଧିକ ଅନୁଗ୍ରହ ଦେଖାଇବେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ବିଗ୍ଭର ଦିନରେ ସୋର ଓ ସୀଦୋନର ଅପେକ୍ଷା ତୁମ୍ଭ ଦଶା ଅଧିକ ଖରାପ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ଓ ସୀଦୋନର ଦଶା ସହନୀୟ ହେବ।
Odia IRV 2017 (ଓଡିଆ ବାଇବେଲ)
ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ଓ ସୀଦୋନର ଦଶା ସହନୀୟ ହେବ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಖರೆಚ್ ಸಾಂಗ್ತಾ, ಝಡ್ತಿಚ್ಯಾ ದಿಸಿ ದೆವ್ ತುಮ್ಚೆನ್ಕಿ ಜಾಸ್ತಿ ತಿರ್ ಅನಿ ಶಿದೊನಾಕ್ ಲೈ ದಯಾ ದಾಕ್ವುತಾ!