Matthew 11:23 — Compare Translations
7 translations compared side by side
Odia - 1840
"ହେ କଫର୍ନାହୂମ! ତୁ କ'ଣ ଭାବୁଛୁ ତୋତେ ସ୍ବର୍ଗୀୟ ଗୌରବ ଦବୋ ପାଇଁ ସ୍ବର୍ଗକୁ ଉଠାଇ ନିଆୟିବ? ନା, ତୁମ୍ଭକୁ ପାତାଳ ରେ ନିକ୍ଷପେ କରାୟିବ। ଯେଉଁ ଆଶ୍ଚର୍ୟ୍ଯ କାର୍ୟ୍ଯଗୁଡିକ ତୋର ଅଞ୍ଚଳ ରେ କରାଯାଇଛି, ସଗେୁଡିକ ଯଦି ସଦୋମ ରେ କରାଯାଇ ଥାଆନ୍ତା।, ତବେେ ସଠାେକାର ବାସିନ୍ଦା ପାପ କରିବା ବନ୍ଦ କରି ଦଇେଥାଆନ୍ତେ ଓ ସେ ନଗର ଏ ପର୍ୟ୍ଯନ୍ତ ତିଷ୍ଠି ରହି ପାରି ଥାଆନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ରେ କଫର୍ନାହୂମ, ତୁ କଅଣ ସ୍ଵର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋʼ ମଧ୍ୟରେ ଯେଉଁ ଯେଉଁ ଶକ୍ତିର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସଦୋମରେ କରାଯାଇ-ଥାଆନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାଆନ୍ତା ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଆଉ କପର୍ନାହୁମ! ତୁମର କି ଦିଶା ହେବ! ତୁମେ କ’ଣ ନିଜକୁ ସ୍ୱର୍ଗଆଡ଼କୁ ଉଡାଇବା ପାଇଁ ଚେଷ୍ଟା କରିଛ? ତୁମେ ନରକରେ ନିକ୍ଷିପ୍ତ ହେବ। ତୁମ ମଧ୍ୟରେ ଯେଯଉଁ ଅଲୌକିକ କାର୍ଯ୍ୟ କରାଯାଉଛି, ତାହା ଯଦି ସଦୋମରେ କରାଯାଇଥାନ୍ତା।
Odia Bible ERV 2004 (ପବିତ୍ର ବାଇବଲ)
“ହେ କଫର୍ନାହୂମ! ତୁ କ’ଣ ଭାବୁଛୁ ତୋତେ ସ୍ୱର୍ଗୀୟ ଗୌରବ ଦେବା ପାଇଁ ସ୍ୱର୍ଗକୁ ଉଠାଇ ନିଆଯିବ? ନା, ତୁମ୍ଭକୁ ପାତାଳରେ ନିକ୍ଷେପ କରାଯିବ। ଯେଉଁ ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ ତୋର ଅଞ୍ଚଳରେ କରାଯାଇଛି, ସେଗୁଡ଼ିକ ଯଦି ସଦୋମ ରେ କରାଯାଇ ଥା’ନ୍ତା।, ତେବେ ସେଠାକାର ବାସିନ୍ଦା ପାପ କରିବା ବନ୍ଦ କରି ଦେଇଥାଆନ୍ତେ ଓ ସେ ନଗର ଏ ପର୍ଯ୍ୟନ୍ତ ତିଷ୍ଠି ରହି ପାରିଥା’ନ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ରେ କଫର୍ନାହୂମ, ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋʼ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସଦୋମରେ କରାଯାଇଥାଆନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାଆନ୍ତା।
Odia IRV 2017 (ଓଡିଆ ବାଇବେଲ)
ଆଉ ରେ କଫର୍ନାହୂମ, ତୁ କ'ଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋ'ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସଦୋମରେ କରାଯାଇଥାନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାନ୍ତା |
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತಿಯಾ ಕಫರ್ನವ್; ತಿಯಾ ತುಕಾಚ್ ಸರ್ಗಾ ವರ್ತಿ ಉಕ್ಲುನ್ ಘೆವ್ನ್ ಜಾವ್ಕ್ ಬಗುಲೆ ಕಾಯ್? ತಿಯಾ ನರ್ಕಾತುಚ್ ಜಾನಾರ್. ಕಶ್ಯಾಕ್ ಮಟ್ಲ್ಯಾರ್, ತುಜ್ಯಾ ಭುತ್ತುರ್ ಕರಲ್ಲಿ ತವ್ಡಿ ವಿಚಿತ್ರ್ ಕಾಮಾ, ಸೊದಾಮಾತ್ ಕರಲ್ಲಿ ರ್ಹಾಲ್ಯಾರ್, ತೆ ಶಾರ್ ಆಜ್ ಪತರ್ ತಸೆಚ್ ರ್ಹಾಯ್ ಹೊತ್ತೆ ಅಸಿಲ್!