Matthew 11:25 — Compare Translations
7 translations compared side by side
Odia - 1840
"ସେତବେେଳେ ଯୀଶୁ କହିଲେ, ହେ ପରମପିତା, ତୁମ୍ଭେ ସ୍ବର୍ଗ ଓ ପୃଥିବୀର ପ୍ରଭୁ। ତୁମ୍ଭେ ଏହିସବୁ ବିଷୟ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚାଇ ରଖି ପିଲାଙ୍କ ଭଳି ସରଳ ଲୋକଙ୍କ ନକଟ ରେ ସଗେୁଡିକୁ ପ୍ରକାଶ କରିଛ। ଏଥିପାଇଁ ମୁଁ ତୁମ୍ଭର ସ୍ତୁତି କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଯୀଶୁ ଉତ୍ତର ଦେଲେ, ପିତଃ, ସ୍ଵର୍ଗ ଓ ପୃଥିବୀର ପ୍ରଭୋ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ୍ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ,ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି⇧;
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସମୟରେ ଯୀଶୁ ପ୍ରାର୍ଥନା କରି କହିଲେ, “ହେ ପିତା, ସ୍ୱର୍ଗ ଓ ମର୍ତ୍ତ୍ୟର ପ୍ରଭୁ, ଏହି ସବୁ କଥା ତୁମେ ବୁଦ୍ଧିମାନ ଓ ଶିକ୍ଷିତ ଲୋକମାନଙ୍କଠରୁ ଗୁପ୍ତ ରଖି ଅଶିକ୍ଷିତ ଲୋକମାନଙ୍କଠାରୁ ପ୍ରକାଶ କରିଥିବାରୁ ମୁଁ ତୁମକୁ ଧନ୍ୟବାଦ ଦେଉଉଛି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାହାଙ୍କର ଲୋକମାନଙ୍କୁ ଶାନ୍ତି ପ୍ରଦାନ କରନ୍ତି ସେତେବେଳେ ଯୀଶୁ କହିଲେ, “ହେ ପରମପିତା, ତୁମ୍ଭେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ। ତୁମ୍ଭେ ଏହିସବୁ ବିଷୟ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଗ୍ଭଇ ରଖି ପିଲାଙ୍କ ଭଳି ସରଳ ଲୋକଙ୍କ ନିକଟରେ ସେଗୁଡ଼ିକୁ ପ୍ରକାଶ କରିଛ। ଏଥିପାଇଁ ମୁଁ ତୁମ୍ଭର ସ୍ତୁତି କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଯୀଶୁ ଉତ୍ତର ଦେଲେ, “ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଯୀଶୁ ଉତ୍ତର ଦେଲେ, ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಎಳಾರ್ ಜೆಜುನ್,“ಬಾಬಾ, ಸರ್ಗಾ ಅನಿ ಜಿಮ್ನಿಚ್ಯಾ ಧನಿಯಾ; ಮಿಯಾ ತುಕಾ ಧನ್ಯವಾದ್ ದಿತಾ, ಕಶ್ಯಾಕ್ ಮಟ್ಲ್ಯಾರ್ ಬುದ್ವಂತಾ ಅನಿ ಶಾನ್ಯಾ ಲೊಕಾನಿಕ್ನಾ ನಿಪ್ವುನ್ ಥವಲ್ಲೆ, ಬಾರಿಕ್ ಪೊರಾಂಚ್ಯಾ ಸರ್ಕಿ ಹೊತ್ತ್ಯಾ ಲೊಕಾಕ್ನಿ ತಿಯಾ ದಾಕ್ವುಲೆಯ್”.