Matthew 11:27 — Compare Translations
7 translations compared side by side
Odia - 1840
" ମାରେ ପରମ ପିତା ମାେତେ ସବୁକିଛ ଦଇେଛନ୍ତି। ପରମପିତାଙ୍କ ଛଡା ପୁତ୍ରଙ୍କୁ ଅନ୍ଯକହେି ଜାଣିନାହାଁନ୍ତି। ପୁତ୍ରଙ୍କ ଛଡା କହେି ପରମପିତାଙ୍କୁ ପ୍ରକୃତ ରେ ଜାଣିନାହାଁନ୍ତି। ଆଉ ପୁତ୍ର ଯେଉଁମାନଙ୍କୁ ମନନେୀତ କରିବେ, ସହେିମାନେ କବଳେ ପରମପିତାଙ୍କ ନିକଟରେ ପ୍ରକାଶିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମୋ’ ନିତା ମୋତେ ସବୁକିଛି ଦାନ କରିଛନ୍ତି। ପିତାଙ୍କ ଛଡ଼ଶ ପୁତ୍ରଙ୍କୁ ଆଉ କେହି ଜାଣିନ୍ତି ନାହିଁ। ପୁତ୍ର ଯେଉଁମାନଙ୍କ ନିକଟରେ ପିତାଙ୍କୁ ପ୍ରକାଶ କରିବେ, କେବଳ ସେହିମାନେ ପିତାଙ୍କୁ ଜାଣି ପାରିବେ।
Odia Bible ERV 2004 (ପବିତ୍ର ବାଇବଲ)
“ମୋର ପରମପିତା ମୋତେ ସବୁକିଛ ଦେଇଛନ୍ତି। ପରମପିତାଙ୍କ ଛଡ଼ା ପୁତ୍ରଙ୍କୁ ଅନ୍ୟକେହି ଜାଣି ନାହାନ୍ତି। ପୁତ୍ରଙ୍କ ଛଡ଼ା କେହି ପରମପିତାଙ୍କୁ ପ୍ରକୃତରେ ଜାଣି ନାହାନ୍ତି। ଆଉ ପୁତ୍ର ଯେଉଁମାନଙ୍କୁ ମନୋନୀତ କରିବେ, ସେହିମାନେ କେବଳ ପରମପିତାଙ୍କ ନିକଟରେ ପ୍ରକାଶିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।
Odia IRV 2017 (ଓଡିଆ ବାଇବେଲ)
ମୋର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋ'ବିଷୟ ମୋଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಾಜ್ಯಾ ಬಾಬಾನ್ ಮಾಕಾ ಸಗ್ಳೆ ದಿಲ್ಯಾನಾಯ್, ಬಾಬಾಕ್ ಸೊಡುನ್ ಕೊನಾಕ್ಬಿ ಲೆಕಾಚ್ಯಾ ವಿಶಯಾತ್ ಗೊತ್ತ್ ನಾ, ಅನಿ ಲೆಕಾನ್ ಬಾಬಾಚ್ಯಾ ವಿಶಯಾತ್ ಸಗ್ಳ್ಯಾಕ್ನಿ ಕಳ್ವುಕ್ ಮನುನ್ ಎಚುನ್ ಕಾಡಲ್ಯಾಕ್ನಿ ಸೊಡುನ್ ಕೊನಾಕ್ ಬಿ ಬಾಬಾಚ್ಯಾ ವಿಶಯಾತ್ ಗೊತ್ತ್ ನಾ”.