Matthew 11:28 — Compare Translations

7 translations compared side by side

Odia - 1840
" ହେ କ୍ଲାନ୍ତ ଶ୍ରାନ୍ତ ଓ ଚିନ୍ତା ରେ ଭାରଗ୍ରସ୍ତ ଥିବା ଲୋକମାନେ! ମାେ ନିକଟକୁ ଆସ। ମୁଁ ତୁମ୍ଭକୁ ବିଶ୍ରାମ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରିଶ୍ରା; ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଗୁରୁଭାର ବହନକାରୀ କ୍ଳାନ୍ତ ମଣିଷ, ମୋ’ ନିକଟକୁ ଆସ, ମୁଁ ତୁମକୁ ବିଶ୍ରାମ ଦେବି।
Odia Bible ERV 2004 (ପବିତ୍ର ବାଇବଲ)
“ହେ କ୍ଳାନ୍ତ-ଶ୍ରାନ୍ତ ଓ ଚିନ୍ତାରେ ଭାରଗ୍ରସ୍ତ ଥିବା ଲୋକମାନେ! ମୋ’ ନିକଟକୁ ଆସ। ମୁଁ ତୁମ୍ଭକୁ ବିଶ୍ରାମ ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।
Odia IRV 2017 (ଓଡିଆ ବାଇବେଲ)
ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ଥ ଲୋକ ସମସ୍ତେ, ମୋ' ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮೊಟಿ-ಮೊಟಿ ವಜ್ಜಿ ವಾವುನ್ ಘೆವ್ನ್ ಹಾರುನ್ ಗೆಲ್ಲ್ಯಾ ಸಗ್ಳ್ಯಾ ಲೊಕಾನು, ಮಾಜೆಕ್ಡೆ ಯೆವಾ, ಅನಿ ಮಿಯಾ ತುಮ್ಕಾ ಅರಾಮ್ ದಿತಾ.