Matthew 11:29 — Compare Translations

7 translations compared side by side

Odia - 1840
"ମାରେ କାର୍ୟ୍ଯଭାର ତୁମ୍ଭେ ଗ୍ରହଣ କର। ମାଠାରୁେ ଶିଖ। କାରଣ ମୁଁ ଆତ୍ମା ରେ ସରଳ ଓ ନମ୍ର ତାଣୁ ତୁମ୍ଭେ ନିଜ ଅତ୍ମା ରେ ବିଶ୍ରାମ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର ଜୁଆଳି ବହନ କରି ମୋ’ଠାରୁ ଶିକ୍ଷଶ କର। କାରଣ ମୁଁ ନିଜେ ନମ୍ର ଓ କୋମଳମନା ହୋଇଥିବାରୁ ତୁମେ ମୋ’ ପାଖରେ ବିଶ୍ରାମ ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
ମୋର କାର୍ଯ୍ୟଭାର ତୁମ୍ଭେ ଗ୍ରହଣ କର। ମୋ’ଠାରୁ ଶିଖ। କାରଣ ମୁଁ ଆତ୍ମାରେ ସରଳ ଓ ନମ୍ର ତେଣୁ ତୁମ୍ଭେ ନିଜ ଆତ୍ମାରେ ବିଶ୍ରାମ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;
Odia IRV 2017 (ଓଡିଆ ବାଇବେଲ)
ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋ'ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜೊ ಜುವ್ ಘೆವಾ, ಅನಿ ಖಾಂಜ್ಯಾರ್ ಥವ್ನ್ ಘೆವಾ ಅನಿ ಮಾಜೆಕ್ನಾ ಶಿಕಾ, ಕಶ್ಯಾಕ್ ಮಟ್ಲ್ಯಾರ್ ಮಿಯಾ ಖಾಲ್ತಿ ಹೊವ್ನ್ ಚಲ್ತಲ್ಯಾ ಮನಾಚೊ ಅನಿ ಭೊಳೊ; ಅನಿ ತುಮ್ಕಾ ಆರಾಮ್ ಘೆವ್ಕ್ ಗಾವ್ತಾ.