Matthew 11:4 — Compare Translations

7 translations compared side by side

Odia - 1840
"ଯୀଶୁ ଉତ୍ତର ଦେଲେ, ତୁମ୍ଭମାନେେ ଯାହା ଦେଖୁଛ ଓ ଶୁଣୁଛ, ତାହା ଯୋହନଙ୍କୁ ଯାଇ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଯାଇ, ଯାହା ଯାହା ଶୁଣୁଅଛ ଓ ଦେଖୁଅଛ, ସେହିସବୁ ଯୋହନଙ୍କୁ ଜଣାଅ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଇ କହିଲେ, “ତୁମ୍ଭେମାନେ ଫେରିଯାଇ ଯାହା ସବୁ ଶୁଣଛ ଓ ଦେଖୁଛ, ଯୋହନଙ୍କୁ ଜଣାଇ ଦିଅ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ଯାହା ଦେଖୁଛ ଓ ଶୁଣୁଛ, ତାହା ଯୋହନଙ୍କୁ ଯାଇ କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଯାଇ, ଯାହା ଯାହା ଶୁଣିଅଛ ଓ ଦେଖିଅଛ, ସେହିସବୁ ଯୋହନଙ୍କୁ ଜଣାଅ;
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଯାଇ, ଯାହା ଯାହା ଶୁଣିଅଛ ଓ ଦେଖିଅଛ, ସେହି ସବୁ ଯୋହନଙ୍କୁ ଜଣାଅ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್,“ಪರ್ತುನ್ ಗೆಲ್ಲ್ಯಾ ತನ್ನಾ ತುಮಿ ಕಾಯ್ ಬಗಟ್ಲ್ಯಾಶಿ ಅನಿ ಆಯಿಕ್ಲ್ಯಾಶಿ ತೆ ಜುವಾಂವಾಕ್ ಸಾಂಗಾ.