Matthew 11:5 — Compare Translations
7 translations compared side by side
Odia - 1840
"ଅନ୍ଧ ତାର ଦୃଷ୍ଟିଶକ୍ତି ଫରେି ପାଆନ୍ତି । େଛାଟାମାନେ ଗ୍ଭଲି ପାରନ୍ତି। କୁଷ୍ଠ ରୋଗୀ ସୁସ୍ଥ ହାଇେ ଯାଉଛନ୍ତି। ବଧିର ଶୁଣି ପାରୁଛି। ମଲା ଲୋକ ବଞ୍ଚି ଉଠୁଛି। ଦୀନ-ଦୁଃଖୀ ଲୋକଙ୍କ ପାଇଁ ସୁସମାଚାର ପ୍ରଚାର କରାଯାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;
Odia BSI (ପବିତ୍ର ବାଇବଲ (CL) NT (BSI))
ଅନ୍ଧମାନେ ଦୃଷ୍ଟି ପାଉଛନ୍ତି, ଛୋଟାମାନେ ଚାଲୁଛନ୍ତି, କଷ୍ଠୀମାନେ ଶଉଚି ହେଉଛନ୍ତି, ବଧିରମାନେ ପୁନର୍ଜୀବିତ ହେଉଛନ୍ତି ଓ ଦୀନହୀନ ଲୋକମାନଙ୍କ ନିକଟରେ ମଧ୍ୟ ଶଉଭବାତ୍ତା ପ୍ରଚାର କରାଯାଉଛି।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ଧ ତା’ର ଦୃଷ୍ଟିଶକ୍ତି ଫେରି ପାଆନ୍ତି । ଛୋଟାମାନେ ଗ୍ଭଲି ପାରନ୍ତି। କୁଷ୍ଠରୋଗୀ ସୁସ୍ଥ ହୋଇ ଯାଉଛନ୍ତି। ବଧିର ଶୁଣି ପାରୁଛି। ମଲାଲୋକ ବଞ୍ଚି ଉଠୁଛି। ଦୀନ-ଦୁଃଖୀ ଲୋକଙ୍କ ପାଇଁ ସୁସମାଗ୍ଭର ପ୍ରଗ୍ଭର କରାଯାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠରୋଗୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;
Odia IRV 2017 (ଓଡିଆ ବାଇବେଲ)
ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕುಡ್ಡ್ಯಾಕ್ ದಿಸ್ತಾ ಸೊಟ್ಟೊ ಚಲ್ತಾ, ಜೆ ಕೊನಾಕ್ ಕುಸ್ಟ್ ರೊಗ್ ಹಾಯ್ ತೊ ಪವಿತ್ರ್ ಹೊವ್ಲಾ, ಕಿಂವ್ಡೊ ಆಯ್ಕುಲಾ, ಮರಲ್ಲಿ ಲೊಕಾ ಝಿತ್ತಿ ಹೊವ್ಕ್ ಲಾಗ್ಲ್ಯಾತ್, ಅನಿ ಗರಿಬಾಕ್ನಿ ಬರಿ ಖಬರ್ ಸಾಂಗುನ್ ಹೊವ್ಲಾ.