Matthew 11:7 — Compare Translations

7 translations compared side by side

Odia - 1840
"ଏ କଥା ଶୁଣି ଯୋହନଙ୍କ ଶିଷ୍ଯମାନେ ଫରେି ଯାଉଥିବା ସମୟରେ ଯୀଶୁ ସଠାେରେ ଜମା ହାଇେଥିବା ଲୋକମାନଙ୍କୁ ଯୋହନଙ୍କ ବିଷୟ ରେ କହିଲେ, ଏ ମରୁଭୂମିକୁ କ'ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ'ଣ ପବନ ରେ ଦୋହଲୁ ଥିବା କୌଣସି ନଳଗଛକୁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଚାଲିଯାଉଥିବା ସମୟରେ ଯୀଶୁ ଯୋହନଙ୍କ ସମ୍ଵନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ, ତୁମ୍ଭେମାନେ କଅଣ ଦେଖିବା ପାଇଁ ପ୍ରାନ୍ତରକୁ ବାହାରିଯାଇଥିଲ? କଅଣ ପବନରେ ଦୋହଲୁଥିବା ଗୋଟିଏ ନଳ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋହନଙ୍କ ଶିଷ୍ୟମାନେ ଫେରିଗଲାବେଳେ ଯୀଶଉ ଲୋକମାନଙ୍କୁ ଯୋହନଙ୍କ ବିଷୟରେ କହିଲେ, “ତୁମ୍ଭେମାନେ ଯୋହନଙ୍କୁ ଦେଖିବା ପାଇଁ ଯେତେବେଳେ ମରୁପ୍ରାନ୍ତରକୁ ଯାଇଥିଲେ, କ’ଣ ଦେଖିବାକୁ ଆଶା କରିଥଲେ? ପବନରେ ଦୋହଲୁଥିବା ଘାସ ପତ୍ର?
Odia Bible ERV 2004 (ପବିତ୍ର ବାଇବଲ)
ଏ କଥା ଶୁଣି ଯୋହନଙ୍କ ଶିଷ୍ୟମାନେ ଫେରି ଯାଉଥିବା ସମୟରେ ଯୀଶୁ ସେଠାରେ ଜମା ହୋଇଥିବା ଲୋକମାନଙ୍କୁ ଯୋହନଙ୍କ ବିଷୟରେ କହିଲେ, “ଏ ମରୁଭୂମିକୁ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ ପବନରେ ଦୋହଲୁ ଥିବା କୌଣସି ନଳଗଛକୁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଚାଲିଯାଉଥିବା ସମୟରେ ଯୀଶୁ ଯୋହନଙ୍କ ସମ୍ବନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ, “ତୁମ୍ଭେମାନେ କଅଣ ଦେଖିବା ପାଇଁ ପ୍ରାନ୍ତରକୁ ବାହାରିଯାଇଥିଲ? କଅଣ ପବନରେ ଦୋହଲୁଥିବା ଗୋଟିଏ ନଳ?
Odia IRV 2017 (ଓଡିଆ ବାଇବେଲ)
ସେମାନେ ଚାଲିଯାଉଥିବା ସମୟରେ ଯୀଶୁ ଯୋହନଙ୍କ ସମ୍ବନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ, ତୁମ୍ଭେମାନେ କ'ଣ ଦେଖିବା ପାଇଁ ପ୍ରାନ୍ତରକୁ ବାହାରିଯାଇଥିଲ? କ'ଣ ପବନରେ ଦୋହଲୁଥିବା ଗୋଟିଏ ନଳ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುಂವಾವಾಚಿ ಶಿಸಾ ಥೈತ್ನಾ ಗೆಲ್ಲ್ಯಾ ತನ್ನಾ ಜೆಜು ಜುವಾಂವಾಚ್ಯಾ ವಿಶಯಾತ್ ಲೊಕಾನಿಕ್ಡೆ ಬೊಲುಕ್‍ಲಾಗ್ಲೊ. “ಡಂಗ್ಳಿತ್ ಜುವಾಂವಾಕ್ಡೆ ಗೆಲ್ಲ್ಯಾ ತನ್ನಾ ಕಾಯ್ ಬಗುಕ್ ಮನುನ್ ಗೆಲ್ಲ್ಯಾಶಿ? ವಾರ್‍ಯಾನ್ ಹಾಲ್ತಲಿ ಎಕ್ ಕರಾಡಾಚಿ ಕಾಡಿ?