Matthew 11:8 — Compare Translations

7 translations compared side by side

Odia - 1840
"ତବେେ କ'ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ'ଣ ଉତ୍ତମ ପୋଷାକ ପିନ୍ଧିଥିବା କୌଣସି ବ୍ଯକ୍ତିଙ୍କୁ? ତା' ନୁହେଁ! ଉତ୍ତମ ପୋଷାକ ପିନ୍ଧୁଥିବା ଲୋକଙ୍କୁ ତୁମ୍ଭେ ରାଜଭବନ ରେ ପାଇ ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ନ ହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରିଯାଇଥିଲ? କଅଣ ସୂକ୍ଷ୍ମ ବସ୍ତ୍ର ପରିହିତ ଜଣେ ବ୍ୟକ୍ତିଙ୍କି? ଦେଖ, ଯେଉଁମାନେ ସୂକ୍ଷ୍ମ ବସ୍ତ୍ର ପରିଧାନ କରନ୍ତି, ସେମାନେ ରାଜବାଟୀରେ ଥାଆନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କାହାକୁ ଦେଖିବାକୁ ଯାଇଥିଲେ? ସୌଖୀପ ପୋଷାକ ପିନ୍ଧିଥିବା ଲୋକମାରେ ରାଜପ୍ରସାଦରେ ରହନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତେବେ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ ଉତ୍ତମ ପୋଷାକ ପିନ୍ଧିଥିବା କୌଣସି ବ୍ୟକ୍ତିଙ୍କୁ? ତା’ ନୁହେଁ! ଉତ୍ତମ ପୋଷାକ ପିନ୍ଧୁଥିବା ଲୋକଙ୍କୁ ତୁମ୍ଭେ ରାଜଭବନରେ ପାଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରିଯାଇଥିଲ? କଅଣ ସୂକ୍ଷ୍ମ ବସ୍ତ୍ର ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ? ଦେଖ, ଯେଉଁମାନେ ସୂକ୍ଷ୍ମ ବସ୍ତ୍ର ପିନ୍ଧନ୍ତି, ସେମାନେ ରାଜପ୍ରାସାଦରେ ଥାଆନ୍ତି।
Odia IRV 2017 (ଓଡିଆ ବାଇବେଲ)
ତାହାହେଲେ ତୁମ୍ଭେମାନେ କ'ଣ ଦେଖିବା ପାଇଁ ବାହାରିଯାଇଥିଲ? କ'ଣ ସୂକ୍ଷ୍ମ ପୋଷାକ ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ? ଦେଖ, ଯେଉଁମାନେ ସୂକ୍ଷ୍ମ ପୋଷାକ ପିନ୍ଧନ୍ତି, ସେମାନେ ରାଜାଙ୍କ ଘରରେ ଥାଆନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಾಯ್ ಬಗುಕ್ ಗೆಲ್ಲ್ಯಾಶಿ ತುಮಿ? ಬರೆ ಕಪ್ಡೆ ನೆಸಲ್ಲ್ಯಾ ಮಾನ್ಸಾಕ್ ಕಾಯ್? ಬರೆ-ಬರೆ ಕಪ್ಡೆ ನೆಸ್ತಲಿ ಲೊಕಾ ಅರಮನೆತ್ ರ್‍ಹಾತ್ಯಾತ್!