Matthew 12:1 — Compare Translations

7 translations compared side by side

Odia - 1840
"ପ୍ରାୟ ସହେି ସମୟରେ ଯୀଶୁ ବିଶ୍ରାମଦିବସ ରେ ଶସ୍ଯକ୍ଷେତ୍ର ଦଇେ ଯାଉଥିଲେ। ଯୀଶୁଙ୍କ ଶିଷ୍ଯମାନେ ତାହାଙ୍କ ସହିତ ଥିଲେ। ତାହାଙ୍କର ଶଷ୍ଯମାନଙ୍କୁ ଭୋକ ଲାଗିଲା। ସମାନେେ କେତକେ ଗହମ କେଣ୍ଡା ଛିଣ୍ଡଇେ ଖାଇବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଯୀଶୁ ବିଶ୍ରାମବାରରେ ଶସ୍ୟକ୍ଷେତ୍ର ଦେଇ ଗମନ କଲେ, ଆଉ ତାହାଙ୍କର ଶିଷ୍ୟମାନେ କ୍ଷୁଧିତ ହୋଇ ଶସ୍ୟର ଶିଁଷା ଛିଣ୍ତାଇ ଖାଇବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାର କିଛି ଦିନ ପରେ ଗୋଟିଏ ବିଶ୍ରାମବାର ଦିନରେ ଯୀଶୁ ଶସ୍ୟ କ୍ଷେତ୍ର ଦେଇ ଯାଉଥିଲେ। ତାଙ୍କ ଶିଷ୍ୟମାନେ ଭୋକ ହେବାରୁ ସେମାନେ କେଣ୍ଡାରୁ ଶସ୍ୟ ଛିଣ୍ଡାଇ ଖଶଇବାକୁ ଲାଗିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ବିଶ୍ରାମ ଦିନର ପ୍ରଭୁ ପ୍ରାୟ ସେହି ସମୟରେ ଯୀଶୁ ବିଶ୍ରାମ ଦିବସ ରେ ଶସ୍ୟକ୍ଷେତ୍ର ଦେଇ ଯାଉଥିଲେ। ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କ ସହିତ ଥିଲେ, ତାହାଙ୍କର ଶିଷ୍ୟମାନଙ୍କୁ ଭୋକ ଲାଗିଲା। ସେମାନେ କେତେକ ଗହମ କେଣ୍ଡା ଛିଣ୍ଡେଇ ଖାଇବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଯୀଶୁ ବିଶ୍ରାମବାର ଦିନରେ ଶସ୍ୟକ୍ଷେତ୍ର ଦେଇ ଗଲେ, ଆଉ ତାହାଙ୍କର ଶିଷ୍ୟମାନେ କ୍ଷୁଧିତ ହୋଇ ଶସ୍ୟର ଶିଁଷା ଛିଣ୍ଡାଇ ଖାଇବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଯୀଶୁ ବିଶ୍ରାମବାରରେ ଶସ୍ୟକ୍ଷେତ୍ର ଦେଇ ଗଲେ, ଆଉ ତାହାଙ୍କର ଶିଷ୍ୟମାନେ କ୍ଷୁଧିତ ହୋଇ ଶସ୍ୟର ଶିଁଷା ଛିଣ୍ଡାଇ ଖାଇବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ದಿಸಾತ್ನಿ ಎಗ್ದಾ ಜೆಜು ಜುದೆವ್ ಲೊಕಾ ಆರಾಮ್ ಘೆತಲ್ಯಾ ದಿಸಿ ಮಟ್ಲ್ಯಾರ್ ಸಬ್ಬಾತಾಚ್ಯಾ ದಿಸಿ, ಅಪ್ನಾಚ್ಯಾ ಶಿಸಾಕ್ನಿ ಘೆವ್ನ್ ಶೆತಾನ್ನಾ ಪಾರ್ ಹೊವ್ನ್ ಜಾವ್‍ಲಾಗಲ್ಲೊ. ತನ್ನಾ ತೆಚ್ಯಾ ಶಿಸಾಕ್ನಿ ಭುಕ್‍ಲಾಗಲ್ಲಿ; ತಸೆಮನುನ್ ತೆನಿ ಘಂವಾಚಿ ಕನ್ಸಾ ಮೊಡುನ್ ಘೆವ್ನ್ ಘಂವಾಚೆ ದಾನೆ ಖಾವ್‍ಲಾಗಲ್ಲ್ಯಾನಿ.