Matthew 12:10 — Compare Translations

7 translations compared side by side

Odia - 1840
"ସଠାେରେ ଥିବା ଗୋଟିଏ ଲୋକର ହାତ ଶୁଖି ଯାଇଥିଲା। ସଠାେରେ ଥିବା କେତକେ ଯିହୂଦୀ ଯୀଶୁଙ୍କ ଉପରେ ଦୋଷରୋପ କରିବା ପାଇଁ ସୁଯୋଗ ଖାଜେୁଥିଲେ। ସମାନେେ ତାହାଙ୍କୁ ପଚାରିଲେ, ମାଶାଙ୍କେ ନିୟମ ଅନୁସାରେ ବିଶ୍ରାମଦିବସ ରେ କାହାରିକୁ ଭଲ କରିଦବୋ କ'ଣ ବିଧିସଙ୍ଗତ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା । ପୁଣି, ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିବା ଉଦ୍ଦେଶ୍ୟରେ ତାହାଙ୍କୁ ପଚାରିଲେ, ବିଶ୍ରାମବାରରେ ସୁସ୍ଥ କରିବା କଅଣ ବିଧିସଙ୍ଗତ?
Odia BSI (ପବିତ୍ର ବାଇବଲ (CL) NT (BSI))
ଗୋଟିଏ ହାତ ଅଜଳ ହୋଇଥିବା ଜଣେ ଲୋକ ସେଠାରେ ଥିଲା। ଯୀଶୁଙ୍କ ଦୋଷ ଧରିବା ପାଇଁ ଦଳେ ଲୋକ ସେଠାରେ ଜଗି ରହିଥିଲେ। ସେମାନେ ଯୀଶୁଙ୍କୁ ପଚାରିଲେ, “ବିଶ୍ରାମ ବାରରେ ସୁସ୍ଥ କରିବା ଆମ ଶାସ୍ତ୍ର ବିରୁଦ୍ଧ ପୁହେଁ କି?”
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଥିବା ଗୋଟିଏ ଲୋକର ହାତ ଶୁଖି ଯାଇଥିଲା। ସେଠାରେ ଥିବା କେତେକ ଯିହୂଦୀ ଯୀଶୁଙ୍କ ଉପରେ ଦୋଷାରୋପ କରିବା ପାଇଁ ସୁଯୋଗ ଖୋଜୁଥିଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ମୋଶାଙ୍କ ନିୟମ ଅନୁସାରେ ବିଶ୍ରାମ ଦିବସରେ କାହାରିକୁ ଭଲ କରିଦେବା କ’ଣ ବିଧିସଙ୍ଗତ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା। ପୁଣି, ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିବା ଉଦ୍ଦେଶ୍ୟରେ ତାହାଙ୍କୁ ପଚାରିଲେ, ବିଶ୍ରାମବାର ଦିନରେ ସୁସ୍ଥ କରିବା କଅଣ ବିଧିସଙ୍ଗତ?
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା । ପୁଣି, ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିବା ଉଦ୍ଦେଶ୍ୟରେ ତାହାଙ୍କୁ ପଚାରିଲେ, ବିଶ୍ରାମବାରରେ ସୁସ୍ଥ କରିବା କ'ଣ ବିଧିସଙ୍ଗତ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ವಾರ್‍ಯಾನ್‍ಮಾರಲ್ಲ್ಯಾ ಹಾತಾಚೊ ಎಕ್ ಮಾನುಸ್ ಹೊತ್ತೊ. ಉಲ್ಲಿ ಲೊಕಾ ಜೆಜು ಕಾಯ್ತರ್ ಚುಕ್ ಕರ್‍ತಾ ಕಾಯ್ ಬಗುನ್ ತೆಚೆ ವರ್‍ತಿ ಝುಟೊ ಅಪ್ವಾದ್ ಘಾಲುಚೆ ಮನುನ್ ರಾಕುಂಗೆತ್ ಹೊತ್ತಿ. ತೆಚೆಸಾಟ್ನಿ ತೆನಿ ಜೆಜುಕ್, “ಅರಾಮ್ ಘೆತಲ್ಯಾ ದಿಸಿ ಮಟ್ಲ್ಯಾರ್ ಸಾಬ್ಬತಾಚ್ಯಾ ದಿಸಿ ಎಕ್ಲ್ಯಾಕ್ ಗುನ್ ಕರ್‍ತಲೆ ಅಮ್ಚ್ಯಾ ಖಾಯ್ದ್ಯಾ ಪರ್‍ಕಾರ್ ಚುಕ್ ನ್ಹಯ್ ಕಾಯ್?” ಮನುನ್ ಇಚಾರ್‍ಲ್ಯಾನಿ.