Matthew 12:11 — Compare Translations
7 translations compared side by side
Odia - 1840
"ଯୀଶୁ କହିଲେ, ମନକରେ ତୁମ୍ଭର କାହାରି ଗୋଟିଏ ମଷେ ଅଛି ଓ ସହେି ମଷଠାରୁେ ବିଶ୍ରାମଦିବସ ରେ ଖାଲ ଭିତ ରେ ଖସି ପଡିଲା। ତୁମ୍ଭେ କ'ଣ ତାକୁ ଖାଲରୁ ବାହାର କରି ଆଣବ ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାରରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରି ଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେି କହିଲେ, “ବିଶ୍ରାମବାରରେ ଯଦି ତୁମର ମେଣ୍ଢାଟିଏ ଗହୀରିଆ ଖାଇରେ ପଡ଼ିଯାଏ, ତୁମେ ତାକୁ ଉଠାଇ ଆଣିବ ନାହିଁ କି?
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ମନେକର ତୁମ୍ଭର କାହାରି ଗୋଟିଏ ମେଷ ଅଛି ଓ ସେହି ମେଷ ବିଶ୍ରାମ ଦିବସରେ ଖାଲ ଭିତରେ ଖସି ପଡ଼ିଲା। ତୁମ୍ଭେ କ’ଣ ତାକୁ ଖାଲରୁ ବାହାର କରି ଆଣିବ ନାହିଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ସେମାନଙ୍କୁ କହିଲେ, “ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାର ଦିନରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରି ଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ସେମାନଙ୍କୁ କହିଲେ, ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାରରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରିଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್,“ತುಮ್ಚ್ಯಾತ್ಲ್ಯಾ ಎಕ್ಲ್ಯಾಕ್ಡೆ ಎಕ್ ಬಕ್ರೆ ಹಾಯ್, ಅನಿ ಅರಾಮ್ ಘೆತಲ್ಯಾ ದಿಸಿ ತೆ ಬಕ್ರೆ ಎಕ್ ಮೊಟ್ಯಾ ತಗ್ಗಾತ್ ಪಡ್ತಾ, ತನ್ನಾ ತೊ ಕಾಯ್ ಕರ್ತಾ? ತ್ಯಾ ಬಕ್ರ್ಯಾಕ್ ತ್ಯಾತುರ್ನಾ ಭಾಯ್ರ್ ಕಾಡಿನಾ ಕಾಯ್?