Matthew 12:13 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ସହେି ଲୋକଟିକୁ କହିଲେ, ତୁମ୍ଭ ହାତ ମାେତେ ଦଖାେଅ। ଲୋକଟି ଯୀଶୁଙ୍କୁ ହାତ ଦଖାଇବୋ ପାଇଁ ଆଗକୁ ବଢଇେ ଦଲୋ। ତାର ସହେି ଶୁଖି ଯାଇଥିବା ହାତଟି ସଂପୂର୍ଣ୍ଣ ଭଲ ହାଇଗେଲା। ଏହି ହାତଟି ତାର ଅନ୍ୟ ହାତ ଭଳି ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେ ସେହି ଲୋକକୁ କହିଲେ, ତୁମ୍ଭର ହାତ ବଢ଼ାଅ । ସେଥିରେ ସେ ହାତ ବଢ଼ାଇଲା, ଆଉ ତାହା ଅନ୍ୟ ହାତ ପରି ପୁଣି ଭଲ ହୋଇଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା କହି ସେ ହାତ ଅଚଳ ହୋଇଥିବା ଲୋଟିକୁ କହିଲେ, “ହାତ ସଳଖ କର।” ଲୋକଟି ହାତ ସଳଖ କରିବାକ୍ଷଣି ସେହି ହାତଟି ଅନ୍ୟ ହାତ ପରି ସୁସ୍ଥ ହୋଇଗଲା।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ସେହି ଲୋକଟିକୁ କହିଲେ, “ତୁମ୍ଭ ହାତ ମୋତେ ଦେଖାଅ।” ଲୋକଟି ଯୀଶୁଙ୍କୁ ହାତ ଦେଖାଇବା ପାଇଁ ଆଗକୁ ବଢ଼େଇ ଦେଲା। ତା’ର ସେହି ଶୁଖି ଯାଇଥିବା ହାତଟି ସମ୍ପୂର୍ଣ୍ଣ ଭଲ ହୋଇଗଲା। ଏହି ହାତଟି ତା’ର ଅନ୍ୟ ହାତ ଭଳି ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେ ସେହି ଲୋକଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ।” ସେଥିରେ ସେ ହାତ ବଢ଼ାଇଲା ଓ ତାହା ଅନ୍ୟ ହାତ ପରି ପୁଣି, ଭଲ ହୋଇଗଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେ ସେହି ଲୋକଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ । ସେଥିରେ ସେ ହାତ ବଢ଼ାଇଲା ଓ ତାହା ଅନ୍ୟ ହାତ ପରି ପୁଣି, ଭଲ ହୋଇଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ವಾರ್‍ಯಾನ್‍ಮಾರಲ್ಲ್ಯಾ ಹಾತಾಚ್ಯಾ ಮಾನ್ಸಾಕ್, ಜೆಜುನ್,“ತುಜೊ ಹಾತ್ ಲಾಂಬ್ ಸೊಡ್” ಮಟ್ಲ್ಯಾನ್. ತನ್ನಾ ತೆನಿ ಹಾತ್ ಲಾಂಬ್ ಸೊಡ್ಲ್ಯಾನ್ ಅನಿ ತೆಚೊ ಹಾತ್ ಅನಿಎಕ್ ಹಾತಿ ಸರ್ಕೊ ಬರೊ ಹೊಲೊ.