Matthew 12:15 — Compare Translations
7 translations compared side by side
Odia - 1840
"ଯୀଶୁ ଏକଥା ଜାଣିପାରି ସେ ଜାଗା ଛାଡି ଚାଲିଗଲେ। ବହୁତ ଲୋକ ତାହାଙ୍କୁ ଅନୁସରଣ କଲେ। ଯୀଶୁ ସମସ୍ତ ରୋଗୀଙ୍କୁ ସୁସ୍ଥ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାହା ଜାଣି ସେଠାରୁ ଅନ୍ତର ହୋଇ ବାହାରିଗଲେ, ପୁଣି ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ବିରୁଦ୍ଧରେ ହେଉଥିବା ଷଡ଼ଯନ୍ତ୍ର କଥା ଶୁଣି ଯୀଶଉ ସେ ଅଞ୍ଚଳ ଛାଡ଼ି ଅନ୍ୟଆଡ଼େ ଚାଲିଗଲେ। କିନ୍ତୁ ଅନେକ ଲେଶକ ତାଙକ ପଛେ ପଛେ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ମନୋନୀତ ସେବକ: ଯୀଶୁ ଯୀଶୁ ଏ କଥା ଜାଣିପାରି ସେ ଜାଗା ଛାଡ଼ି ଗ୍ଭଲିଗଲେ। ବହୁତ ଲୋକ ତାହାଙ୍କୁ ଅନୁସରଣ କଲେ। ଯୀଶୁ ସମସ୍ତ ରୋଗୀଙ୍କୁ ସୁସ୍ଥ କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାହା ଜାଣି ସେଠାରୁ ଅଲଗା ହୋଇ ବାହାରିଗଲେ, ପୁଣି, ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାହା ଜାଣି ସେଠାରୁ ଅଲଗା ହୋଇ ବାହାରିଗଲେ, ପୁଣି, ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಕ್ ತ್ಯಾ ಲೊಕಾಂಚೊ ಘಾತ್ ಕಳ್ಳೊ, ತಸೆಮನುನ್ ಜೆಜು ತೊ ಜಾಗೊ ಸೊಡುನ್ ಥೈತ್ನಾ ಧುರ್ ಗೆಲೊ, ಅನಿ ಲೊಕಾಂಚೊ ಮೊಟೊ ತಾಂಡೊ ತೆಚ್ಯಾ ಫಾಟ್ನಾ ಹೊತ್ತೊ. ತೆನಿ ಸಿಕ್ ಹೊತ್ತ್ಯಾ ಲೊಕಾಕ್ನಿ ಗುನ್ ಕರ್ಲ್ಯಾನ್,