Matthew 12:17 — Compare Translations
7 translations compared side by side
Odia - 1840
"ଭବିଷ୍ଯଦ୍ବକ୍ତା ୟିଶାଇୟଙ୍କ ମାଧ୍ଯମ ରେ ପରମେଶ୍ବର ଯାହା କହିଥିଲେ, ସଗେୁଡ଼ିକ ପୂର୍ଣ୍ଣ ହବୋପାଇଁ ଯୀଶୁ ଏହା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାଦ୍ୱାରା ଭାବବାଦୀ ଯିଶାଇୟଙ୍କ ଦ୍ୱାରା ଈଶ୍ୱର ଯେଉଁ କଥା ଶଉଣାଇଥିଲେ, ତାହା ସଫଳ ହେଲା:
Odia Bible ERV 2004 (ପବିତ୍ର ବାଇବଲ)
ଭବିଷ୍ୟଦ୍ବକ୍ତା ଯିଶାଇୟଙ୍କ ମାଧ୍ୟମରେ ପରମେଶ୍ୱର ଯାହା କହିଥିଲେ, ସେଗୁଡ଼ିକ ପୂର୍ଣ୍ଣ ହେବା ପାଇଁ ଯୀଶୁ ଏହା କଲେ। ଯିଶାଇୟ କହିଥିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି, ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,
Odia IRV 2017 (ଓଡିଆ ବାଇବେଲ)
ଯେପରି, ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಇಸಾಯಿಯಾ ಪ್ರವಾದ್ಯಾಕ್ನಾ ದೆವಾನ್ ಸಾಂಗಲ್ಲೆ ಖರೆ ಹೊವ್ಸಾಟ್ನಿ ಮನುನ್ ತೆನಿ ಅಶೆ ಕರ್ಲ್ಯಾನ್.