Matthew 12:18 — Compare Translations
7 translations compared side by side
Odia - 1840
"ୟିଶାଇୟ କହିଥିଲେ, ଏ ମାରେ ସବେକ। ମୁଁ ତାହାଙ୍କୁ ବାଛିଛି। ମୁଁ ତାହାଙ୍କୁ ଭଲ ପାଏ। ମୁଁ ତାହାଙ୍କ ଉପରେ ଖୁସୀ। ମାରେ ଆତ୍ମା ମୁଁ ତାହାଙ୍କଠା ରେ ରଖିବି। ସେ ଜାତିମାନଙ୍କ ଭିତ ରେ ନ୍ଯାୟ ଘାଷେଣା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭର ଦାସ, ଯାହାଙ୍କୁ ଆମ୍ଭେ ମନୋନୀତ କରିଅଛୁ; ଆମ୍ଭର ପ୍ରିୟପାତ୍ର, ଯାହାଙ୍କଠାରେ ଆମ୍ଭ ଆତ୍ମାର ପରମ ସନ୍ତୋଷ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ଅଧିଷ୍ଠାନ କରାଇବା, ଆଉ ସେ ବିଜାତିମାନଙ୍କ ନିକଟରେ ନ୍ୟାୟବିଚାର ପ୍ରଚାର କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଏହି ମୋର ମନୋନୀତ ଦେବକ, ତାକୁ ମୁଁ ଭଲ ପାଏ, ତା’ ପ୍ରତି ମୁଁ ସନ୍ତୁଷ୍ଟ। ମୋର ଆତ୍ମା ତା’ ଉପରେ ଅବତରଣ କରିବ; ସବୁ ଜାତି ନିକଟରେ ସେ ମୋ’ ନ୍ୟାୟ ବିଚାର ଘୋଷଣା କରିବ।
Odia Bible ERV 2004 (ପବିତ୍ର ବାଇବଲ)
“ଏ ମୋର ସେବକ। ମୁଁ ତାହାଙ୍କୁ ବାଛିଛି। ମୁଁ ତାହାଙ୍କୁ ଭଲ ପାଏ। ମୁଁ ତାହାଙ୍କ ଉପରେ ଖୁସୀ। ମୋର ଆତ୍ମା ମୁଁ ତାହାଙ୍କଠାରେ ରଖିବି। ସେ ଜାତିମାନଙ୍କ ଭିତରେ ନ୍ୟାୟ ଘୋଷଣା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭର ଦାସ, ଯାହାଙ୍କୁ ଆମ୍ଭେ ମନୋନୀତ କରିଅଛୁ; ଆମ୍ଭର ପ୍ରିୟପାତ୍ର, ଯାହାଙ୍କଠାରେ ଆମ୍ଭ ଆତ୍ମାର ପରମ ସନ୍ତୋଷ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ଅଧିଷ୍ଠାନ କରାଇବା, ଆଉ ସେ ଅଣଯିହୁଦୀମାନଙ୍କ ପାଖରେ ନ୍ୟାୟବିଚାର ପ୍ରଚାର କରିବେ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭର ଦାସ, ଯାହାଙ୍କୁ ଆମ୍ଭେ ମନୋନୀତ କରିଅଛୁ; ଆମ୍ଭର ପ୍ରିୟପାତ୍ର, ଯାହାଙ୍କଠାରେ ଆମ୍ଭ ଆତ୍ମାର ପରମ ସନ୍ତୋଷ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ଅଧିଷ୍ଠାନ କରିବା, ଆଉ ସେ ଅଣଯିହୂଦୀମାନଙ୍କ ପାଖରେ ନ୍ୟାୟବିଚାର ପ୍ରଚାର କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆ, ಕಾಯ್ ಮಟ್ಲ್ಯಾರ್, ಹ್ಯೊ, ಮಾಜೊ ಅಪುರ್ಬಾಯೆಚೊ ಸೆವಕ್. ತೆಚೊ ಮಿಯಾ ಪ್ರೆಮ್ ಕರ್ತಾ, ಅನಿ ತೆಚ್ಯಾ ವಿಶಯಾತ್ ಮಿಯಾ ಖುಶಿ ಹಾವ್, ತೆಚ್ಯಾ ವರ್ತಿ ಮಿಯಾ ಮಾಜೊ ಪವಿತ್ರ್ ಆತ್ಮೊ ಧಾಡುನ್ ದಿತಾ. ಅನಿ ತೊ ಸಗ್ಳ್ಯಾ ದೆಶಾಂಚ್ಯಾ ಲೊಕಾಕ್ನಿ ನ್ಯಾಯ್ ಕರುನ್ ದಿತಾ.