Matthew 12:2 — Compare Translations
7 translations compared side by side
Odia - 1840
"ଫାରୂଶୀମାନେ ଏହା ଦେଖି ଯୀଶୁଙ୍କୁ କହିଲେ, ଦେଖ, ତୁମ୍ଭର ଶିଷ୍ଯମାନେ ବିଶ୍ରାମଦିବସ ରେ ଏଭଳି ଯାହା କରୁଛନ୍ତି, ତାହା ମାଶାଙ୍କେ ବ୍ଯବସ୍ଥାର ବିରୋଧୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାରରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଫାରୁଶୀମାନେ ଏହା ଦେଖି ଲୋକମାନଙ୍କୁ କହିଲେ, “ଦେଖ, ବିଶ୍ରାମ ବାରରେ ତୁମ ଶିଷ୍ୟମାନେ କିପରି ଶାସ୍ତ୍ରବିରୁଦ୍ଧ କାର୍ଯ୍ୟ କରୁଛନ୍ତି?”
Odia Bible ERV 2004 (ପବିତ୍ର ବାଇବଲ)
ଫାରୂଶୀମାନେ ଏହା ଦେଖି ଯୀଶୁଙ୍କୁ କହିଲେ, “ଦେଖ, ତୁମ୍ଭର ଶିଷ୍ୟମାନେ ବିଶ୍ରାମ ଦିବସରେ ଏଭଳି ଯାହା କରୁଛନ୍ତି, ତାହା ମୋଶାଙ୍କ ବ୍ୟବସ୍ଥାର ବିରୋଧୀ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାରରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಫಾರಿಜೆವಾನಿ ಬಗಟ್ಲ್ಯಾನಿ, ಅನಿ ಜೆಜುಕ್, ಬಗ್, ತುಜ್ಯಾ ಶಿಸಾನಿ ಕರ್ತಲೆ, ಮೊಯ್ಜೆಚ್ಯಾ ಖಾಯ್ದ್ಯಾಂಚ್ಯಾ ವಿರೊದ್ ಹಾಯ್! ಮಟ್ಲ್ಯಾನಿ.