Matthew 12:20 — Compare Translations
7 translations compared side by side
Odia - 1840
"ନଇଁ ପଡ଼ିଥିବା ଛେଚ଼ାନଳର କାଣ୍ଡଟି ସେ ଭାଙ୍ଗିବେ ନାହିଁ କି ଲିଭି ଆସୁଥିବା ଦୀପଟିକୁ ସେ ଲିଭଇବେେ ନାହିଁ। ନ୍ଯାୟର ବିଜୟ ନ ହବୋ ପର୍ୟ୍ଯନ୍ତ ସେ ଅଟଳ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନ୍ୟାୟକୁ ଜୟଯୁକ୍ତ ନ କରିବା ପର୍ଯ୍ୟନ୍ତ ସେ ଛେଚା ନଳ ଭାଙ୍ଗିବେ ନାହିଁ, ପୁଣି ସଧୂମ ସଳିତା ଲିଭାଇବେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦୁର୍ବଳମାନଙ୍କ ପ୍ରତି ସେ କୋମଳ ବ୍ୟବହାର କରିବ ଏବଂ ଅସହାୟମାନଙ୍କୁ ଦୟା କରିବ। ନ୍ୟାୟ ପ୍ରତିଷ୍ଠିତ ହେବା ପର୍ଯ୍ୟନ୍ତ ସେ ତା’ ସାଧନାରୁ ନିବୃତ୍ତ ହେବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ନଇଁ ପଡ଼ିଥିବା ଛେଗ୍ଭନଳର କାଣ୍ଡଟି ସେ ଭାଙ୍ଗିବେ ନାହିଁ କି ଲିଭି ଆସୁଥିବା ଦୀପଟିକୁ ସେ ଲିଭେଇବେ ନାହିଁ। ନ୍ୟାୟର ବିଜୟ ନ ହେବା ପର୍ଯ୍ୟନ୍ତ ସେ ଅଟଳ ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନ୍ୟାୟକୁ ଜୟଯୁକ୍ତ ନ କରିବା ପର୍ଯ୍ୟନ୍ତ ସେ ଛେଚା-ନଳ ଭାଙ୍ଗିବେ ନାହିଁ, ପୁଣି, ସଧୂମ ସଳିତା ଲିଭାଇବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ନ୍ୟାୟକୁ ଜୟଯୁକ୍ତ ନ କରିବା ପର୍ଯ୍ୟନ୍ତ ସେ ଛେଚା ନଳ ଭାଙ୍ଗିବେ ନାହିଁ, ପୁଣି, ସଧୂମ ସଳିତା ଲିଭାଇବେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾಗಲ್ಲಿ ಕರಾಡಾಚಿ ಖಾಟಿ, ತೊ ಮೊಡಿನಾ, ಝೆಮ್ತಲಿ ಚಿಮ್ನಿ, ತೊ ಇಜ್ವಿನಾ, ಸಗ್ಳ್ಯಾ ಲೊಕಾಕ್ನಿ ನ್ಯಾಯ್ ಗಾವಿ ಪತರ್ ತೊ ಹಟ್ ಧರುನ್ ಘೆವ್ನ್ ರ್ಹಾತಾ.