Matthew 12:22 — Compare Translations
7 translations compared side by side
Odia - 1840
"ତା'ପରେ ଲୋକେ ଯୀଶୁଙ୍କ ପାଖକୁ ଗୋଟିଏ ଲୋକକୁ ଆଣିଲେ। ସେ ଲୋକଟି ଅନ୍ଧ ଥିଲା। ତା ଦହେ ରେ ଗୋଟିଏ ଭୂତ ପଶି ଥିବାରୁ ସେ ମୂକ ହାଇେ ଯାଇଥିଲା। ଯୀଶୁ ଲୋକଟିକୁ ସୁସ୍ଥ କରି ଦେଲେ। ଫଳ ରେ ଲୋକଟି କଥା କହି ପାରିଲା ଓ ଦେଖି ପାରିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଓ ଘୁଙ୍ଗା ଲୋକ ତାହାଙ୍କ ନିକଟକୁ ଅଣାଗଲା, ଆଉ ଯୀଶୁ ତାହାକୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଦିନେ ଲୋକେ ଗୋଟିଏ ଅନ୍ଧ ଓ ମୂକକୁ ନେଇ ଆସିଲେ। ସେ ଭୂତଗ୍ରସ୍ତ ହୋଇଥିବାରୁ କଥା କହିପାରୁ ନ ଥିଲା। ଯୀଶୁ ତାକୁ ସୁସ୍ଥ କଲେ। ସେ ଦେଖି ପାରିଲା ଓ କଥା କହି ପାରିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କଠାରେ ପରମେଶ୍ୱରଙ୍କର ଶକ୍ତି ନିହିତ ଅଛି ତା’ପରେ ଲୋକେ ଯୀଶୁଙ୍କ ପାଖକୁ ଗୋଟିଏ ଲୋକକୁ ଆଣିଲେ। ସେ ଲୋକଟି ଅନ୍ଧ ଥିଲା, ତା ଦେହରେ ଗୋଟିଏ ଭୂତ ପଶି ଥିବାରୁ ସେ ମୂକ ହୋଇଯାଇଥିଲା। ଯୀଶୁ ଲୋକଟିକୁ ସୁସ୍ଥ କରିଦେଲେ, ଫଳରେ ଲୋକଟି କଥା କହି ପାରିଲା ଓ ଦେଖି ପାରିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଘୁଙ୍ଗାଲୋକକୁ ତାହାଙ୍କ ନିକଟକୁ ଅଣାଗଲା, ଆଉ ସେ ତାହାଙ୍କୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଘୁଙ୍ଗାଲୋକ ତାହାଙ୍କ ପାଖକୁ ଅଣାଗଲା, ଆଉ ସେ ତାହାଙ୍କୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಉಲ್ಲ್ಯಾ ಲೊಕಾನಿ, ಎಕ್ ಕುಡ್ಡ್ಯಾ ಅನಿ ಮುಕ್ಕ್ಯಾ ಮಾನ್ಸಾಕ್ ಜೆಜುಕ್ಡೆ ಘೆವ್ನ್ ಯೆಲ್ಯಾನಿ. ತೆಕಾ ಗಿರೊಲಾಗಲ್ಲೊ ಹೊತ್ತೊ. ಜೆಜುನ್ ತೆಕಾ ಗುನ್ ಕರ್ಲ್ಯಾನ್ ತನ್ನಾ ತೊ ಬೊಲುಕ್ಲಾಲೊ ಅನಿ ತೆಕಾ ದಿಸುಕ್ಲಾಲೆ.