Matthew 12:23 — Compare Translations

7 translations compared side by side

Odia - 1840
"ଜମା ହାଇେଥିବା ଲୋକେ ଏହା ଦେଖି ଆଶ୍ଚର୍ୟ୍ଯ ହାଇଗେଲେ, ସମାନେେ କୁହାକୁହି ହେଲେ, ଆମ୍ଭ ପାଖକୁ ପରମେଶ୍ବର ଯାହାଙ୍କୁ ପଠାଇବେ ବୋଲି ପ୍ରତିଜ୍ଞା କରିଥିଲେ, ଏ ହୁଏତ ସହେି ଦାଉଦଙ୍କ ପୁତ୍ର ଅଟନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଲୋକସମୂହ ଆଚମ୍ଵିତ ହୋଇ କହିବାକୁ ଲାଗିଲେ, ଏ କଅଣ ସେହି ଦାଉଦ-ସନ୍ତାନ ନୁହନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କର ଏହି କାର୍ଯ୍ୟରେ ଲୋକେ ବିସ୍ମିତ ହୋଇ ପ୍ରଶ୍ନ କଲେ, “ଏ କ’ଣ ସେହି ଦାଉଦ-ବଂଶଜ?”
Odia Bible ERV 2004 (ପବିତ୍ର ବାଇବଲ)
ଜମା ହୋଇଥିବା ଲୋକେ ଏହା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ, ସେମାନେ କୁହାକୁହି ହେଲେ, “ଆମ୍ଭ ପାଖକୁ ପରମେଶ୍ୱର ଯାହାଙ୍କୁ ପଠାଇବେ ବୋଲି ପ୍ରତିଜ୍ଞା କରିଥିଲେ, ଏ ହୁଏତ ସେହି ଦାଉଦଙ୍କ ପୁତ୍ର ଅଟନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲୋକସମୂହ ଆଚମ୍ଭିତ ହୋଇ କହିବାକୁ ଲାଗିଲେ ଏ କଅଣ ଦାଉଦଙ୍କ ସନ୍ତାନ ନୁହଁନ୍ତି?
Odia IRV 2017 (ଓଡିଆ ବାଇବେଲ)
ପୁଣି, ଲୋକସମୂହ ଆଚମ୍ଭିତ ହୋଇ କହିବାକୁ ଲାଗିଲେ ଏ କ'ଣ ଦାଉଦ ସନ୍ତାନ ନୁହଁନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಹೆ ಕರಲ್ಲೆ ಬಗುನ್ ಥೈ ಹೊತ್ತಿ ಲೊಕಾ ಅಜಾಪ್ ಹೊಲಿ. ಅನಿ,“ಹ್ಯೊ ದಾವಿದಾಚೊ ಲೆಕುಚ್ ಕಾಯ್?” ಮನುನ್ ಇಚಾರ್‍ಲ್ಯಾನಿ.