Matthew 12:24 — Compare Translations
7 translations compared side by side
Odia - 1840
"ମାତ୍ର ଫାରୂଶୀମାନେ ଲୋକଙ୍କର ଏହି କଥା ଶୁଣି କହିଲେ, ଯୀଶୁ ଭୂତମାନଙ୍କ ଶାସକ ବାଆଲ୍ଜିବୂଲ ଙ୍କ ସାହାର୍ୟ୍ଯ ରେ ଭୂତମାନଙ୍କୁ ଛଡ଼ାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଫାରୂଶୀମାନେ ତାହା ଶୁଣି କହିଲେ, ଏ ଲୋକଟା ଭୂତପତି ବାଆଲ୍ଜିବୂଲ୍ର ବିନା ସାହାଯ୍ୟରେ ଭୂତ ଛଡ଼ାଏ ନାହିଁ।
Odia BSI (ପବିତ୍ର ବାଇବଲ (CL) NT (BSI))
ଫାରୁଶୀମାନେ ଏହାଶଉଣି କହିଲେ, “ସେ ପ୍ରେତପତି ବାଆଲଜିବୂଲଠାରୁ ଶକ୍ତି ପାଇ ଭୂତ ଛଡ଼ାଉଛି।”
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଫାରୂଶୀମାନେ ଲୋକଙ୍କର ଏହି କଥା ଶୁଣି କହିଲେ, “ଯୀଶୁ ଭୂତମାନଙ୍କ ଶାସକ ବାଆଲ୍ଜିବୂଲ୍ ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଫାରୂଶୀମାନେ ତାହା ଶୁଣି କହିଲେ, ଏ ଲୋକଟା ଭୂତପତି ବାଲ୍ଜିବୂଲ୍ର ବିନା ସାହାଯ୍ୟରେ ଭୂତ ଛଡ଼ାଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଫାରୂଶୀମାନେ ତାହା ଶୁଣି କହିଲେ, ଏ ଲୋକଟା ଭୂତ ପରି ବାଲ୍ଜିବୂଲ୍ର ବିନା ସାହାଯ୍ୟରେ ଭୂତ ଛଡ଼ାଏ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಆಯ್ಕುನ್ ಫಾರಿಜೆವಾನಿ, “ಗಿರ್ಯಾಂಚೊ ಮುಖಂಡ್ ಬೆಎಲ್ಜೆಬುಲ್ ತೆಕಾ ಬಳ್ ದಿತಾ, ತ್ಯಾ ಬಳಾನ್ ತೊ ಗಿರೆ ಸೊಡ್ಸುತಾ” ಮಟ್ಲ್ಯಾನಿ.