Matthew 12:25 — Compare Translations

7 translations compared side by side

Odia - 1840
"ଯୀଶୁ ଫାରୂଶୀମାନଙ୍କର ମନକଥା ଜାଣିପାରିଲେ ଓ ସମାନଙ୍କେୁ କହିଲେ, ନିଜ ବିରୁଦ୍ଧ ରେ ବିଭଦେ ସୃଷ୍ଟି କରୁଥିବା ପ୍ରେତ୍ୟକକ ରାଜ୍ଯ ଧ୍ବଂସ ପାଇୟିବ। ଯଦି କୌଣସି ନଗର ନିଜ ନିଜ ମଧିଅରେ ଭାଗଭାଗ ହାଇଯୋଏ, ତବେେ ତାହା ତିଷ୍ଠିରହି ପାରିବନି। ସହେିଭଳି ନିଜନିଜ ଭିତ ରେ ଭାଗ ହାଇଗେଲେ କୌଣସି ପରିବାର ତିଷ୍ଠି ରହି ପାରିବନି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି ସେମାନଙ୍କୁ କହିଲେ, ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ଉତ୍ସନ୍ନ ହୋଇଯାଏ; ପୁଣି, ଯେକୌଣସି ନଗର କିମ୍ଵା ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ସ୍ଥିର ହୋଇ ରହିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ କ’ଣ ଚିନ୍ତା କରୁଛନ୍ତି ଯୀଶଉ ଜଣାପାରି କହିଲେ, “ଗୋଟଏ ଦେଶର ଲୋକେ ଭିନ୍ନ ଭନ୍ନ ଦଳରେ ବିଭକ୍ତ ହୋଇ ପରସ୍ପର ଭିତରେ ଲଢ଼େଇ କଲେ, ସେ ଦେଶ ଦିନ ତିଷ୍ଠି ପାରିବ ନାହିଁ। କୌଣସି ସାହର ବା ପରିବାର ଭିତରେ ବିଭିନ୍ନ ଦଳ ସୃଷ୍ଟି ହୋଇ କଳି କନ୍ଦଳ ଲାଗିଲେ, ସେମାନେ ଶୀଘ୍ର ଛାରଖାର ହୋଇଯିବେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଫାରୂଶୀମାନଙ୍କର ମନକଥା ଜାଣି ପାରିଲେ ଓ ସେମାନଙ୍କୁ କହିଲେ, “ନିଜ ବିରୁଦ୍ଧରେ ବିଭେଦ ସୃଷ୍ଟି କରୁଥିବା ପ୍ରତ୍ୟେକ ରାଜ୍ୟ ଧ୍ୱଂସ ପାଇଯିବ। ଯଦି କୌଣସି ନଗର ନିଜ ନିଜ ମଧ୍ୟରେ ଭାଗଭାଗ ହୋଇଯାଏ, ତେବେ ତାହା ତିଷ୍ଠିରହି ପାରିବନି। ସେହିଭଳି ନିଜ ନିଜ ଭିତରେ ଭାଗ ହୋଇଗଲେ କୌଣସି ପରିବାର ତିଷ୍ଠି ରହି ପାରିବନି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ସେମାନଙ୍କ ମନର ଚିନ୍ତା ଜାଣି ସେମାନଙ୍କୁ କହିଲେ, “ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ ତାହା ଧ୍ୱଂସ ହୋଇ ଯାଏ; ପୁଣି, ଯେକୌଣସି ନଗରରେ କିମ୍ବା ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ସ୍ଥିର ହୋଇ ରହିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ସେମାନଙ୍କ ମନର ଚିନ୍ତା ଜାଣି ସେମାନଙ୍କୁ କହିଲେ, ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ ତାହା ଧ୍ୱଂସ ହୋଇ ଯାଏ; ପୁଣି, ଯେକୌଣସି ନଗରରେ କିମ୍ବା ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ସ୍ଥିର ହୋଇ ରହିବ ନାହିଁ । ‌
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಕ್ ತೆನಿ ಯವಜ್ತಲೆ ಕಳ್ಳೆ. ತಸೆಮನುನ್ ತೆನಿ ತೆಂಕಾ,“ಖಲೊಬಿ ಎಕ್ ದೆಸ್ ದೊನ್ ಭಾಗ್ ಹೊವ್ನ್ ಎಕಾಮೆಕಾ ಮದ್ದಿ ಝಗ್ಡುನ್ಗೆತ್ ರ್‍ಹಾಲ್ಯಾರ್, ತೊ ದೆಸ್ ಲೈ ದಿಸ್ ಠಿಕಿನಾ. ಅನಿ ಎಕ್ ಮೊಟೆ ಗಾಂವ್ ನಾಹೊಲ್ಯಾರ್ ಎಕ್ ಕುಟುಮ್‍ ದೊನ್ ಭಾಗ್ ಹೊವ್ನ್ ಝಗ್ಡುನ್ಗೆತ್ ರ್‍ಹಾಲ್ಯಾರ್, ತೆ ನಾಸುಚ್ ಹೊವ್ನ್ ಜಾತಾ”.