Matthew 12:26 — Compare Translations

7 translations compared side by side

Odia - 1840
"ଯଦି ଶୟତାନ ତା'ର ନିଜ ଭୂତମାନଙ୍କୁ ତଡ଼ି ଦିଏ, ତବେେ ତା'ର ଅର୍ଥ ସେ ନିଜେ ନିଜ ଭିତ ରେ ଭାଗଭାଗ ହାଇେଛି। ଏ ପରିସ୍ଥିତି ରେ ତା'ର ରାଜ୍ଯ ତିଷ୍ଠି ରହି ପାରିବା ସମ୍ଭବ ହବେନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଶୟତାନ ଯଦି ଶୟତାନକୁ ଛଡ଼ାଏ, ତାହାହେଲେ ସେ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି; ତେବେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ?
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାହେଲେ, ଶୟତାନ ରାଜ୍ୟରେ ଯଦି ଗୋଟିଏ ଦଳ ଅନ୍ୟ ଦଳ ବିରୁଦ୍ଧରେ ଲଢ଼ୁଛି, ଜାଣିବାକୁ ହେବ ଯେ ତାହା ଖଣ୍ଡ ବିଖଣ୍ଡ ହୋଇ ଅଚିରେ ଧ୍ୱଂସ ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଶୟତାନ ତା’ର ନିଜ ଭୂତମାନଙ୍କୁ ତଡ଼ି ଦିଏ, ତେବେ ତା’ର ଅର୍ଥ ସେ ନିଜେ ନିଜ ଭିତରେ ଭାଗଭାଗ ହୋଇଛି। ଏ ପରିସ୍ଥିତିରେ ତା’ର ରାଜ୍ୟ ତିଷ୍ଠି ରହି ପାରିବା ସମ୍ଭବ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଶୟତାନ ଯଦି ଶୟତାନକୁ ଛଡ଼ାଏ, ତାହାହେଲେ ସେ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି ତେବେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ?
Odia IRV 2017 (ଓଡିଆ ବାଇବେଲ)
ଆଉ, ଶୟତାନ ଯଦି ଶୟତାନକୁ ଛଡ଼ାଏ, ତାହାହେଲେ ସେ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି ତେବେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ಸೈತಾನಾಚ್ಯಾ ರಾಜಾತ್ ದೊನ್ ಭಾಗ್ ಹೊವ್ನ್ ಎಕಾಮೆಕಾಕ್ಡೆ ಝಗ್ಡುನ್ಗೆತ್ ರ್‍ಹಾಲ್ಯಾರ್, ತೆಚೊ ರಾಜ್ ಲಗ್ಗುನಾಚ್ ನಾಸ್ ಹೊವ್ನ್ ಜಾತಾ.