Matthew 12:27 — Compare Translations
7 translations compared side by side
Odia - 1840
"ତୁମ୍ଭ କହିବା ଅନୁସାରେ ମୁଁ ଯଦି ବାଆଲ୍ଜିବୂଲ୍ର ଶକ୍ତି ସାହାୟ୍ଯ ରେ ଭୂତମାନଙ୍କୁ ତଡ଼ି ଦେଉଛି, ତବେେ ତୁମ୍ଭର ଶିଷ୍ଯମାନେ କାହା ସାହାୟ୍ଯ ରେ ତାହାଙ୍କୁ ତଡ଼ଛନ୍ତି? ତେଣୁ ତୁମ୍ଭ ନିଜର ଶିଷ୍ଯମାନେ ପ୍ରମାଣିତ କରିଦେଉଛନ୍ତି ଯେ ତୁମ୍ଭେ ଭୁଲ କହୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେବେ ବାଆଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତୁମ୍ଭମାନଙ୍କ ପୁତ୍ରମାନେ କାହା ସାହାଯ୍ୟରେ ସେମାନଙ୍କୁ ଛଡ଼ାନ୍ତି । ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ କହୁଛ, ମୁଁ ବାଆଲଜିବୂଲ୍ର ଶକ୍ତିରେ ପ୍ରେତାତ୍ମାମାନଙ୍କୁ ବିତାଡ଼ିତ କରୁଛି। ତେବେ ସେମାନଙ୍କୁ ତଡ଼ିଦେବା ପାଇଁ ତୁମ ଶିଷ୍ୟମାନଙ୍କୁ କିଏ ଶକ୍ତି ଦେଉଛି? ତୁମ ଶିଷ୍ୟମାନଙ୍କର ଏହି କାର୍ଯ୍ୟ ଦ୍ୱାରା ତୁମ ଅଭିଯୋଗ ମିଥ୍ୟା ବୋଲି ପ୍ରମାଣିତ ହେଉଛି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ କହିବା ଅନୁସାରେ ମୁଁ ଯଦି ବାଆଲ୍ଜିବୂଲ୍ର ଶକ୍ତି ସାହାଯ୍ୟରେ ଭୂତମାନଙ୍କୁ ତଡ଼ି ଦେଉଛି, ତେବେ ତୁମ୍ଭର ଶିଷ୍ୟମାନେ କାହା ସାହାଯ୍ୟରେ ତାହାଙ୍କୁ ତଡ଼ୁଛନ୍ତି? ତେଣୁ ତୁମ୍ଭ ନିଜର ଶିଷ୍ୟମାନେ ପ୍ରମାଣିତ କରିଦେଉଛନ୍ତି ଯେ ତୁମ୍ଭେ ଭୁଲ୍ କହୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେବେ ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ବାହାର କରେ ତେବେ ତୁମ୍ଭମାନଙ୍କ ସନ୍ତାନଗଣ କାହା ସାହାଯ୍ୟରେ ସେମାନଙ୍କୁ ବାହାର କରନ୍ତି। ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେବେ ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ବାହାର କରେ ତେବେ ତୁମ୍ଭମାନଙ୍କ ସନ୍ତାନଗଣ କାହା ସାହାଯ୍ୟରେ ସେମାନଙ୍କୁ ବାହାର କରନ୍ତି। ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಕಾ ಗಿರೆ ಸೊಡ್ಸುಕ್ ಗಿರ್ಯಾಂಚೊ ಮುಖಂಡ್ ಬೆಲುಲ್ಜೆಬುಲ್ ತಾಕತ್ ದಿತಾ ಮನುನ್ ತುಮಿ ಮನುಲ್ಯಾಶಿ, ತಸೆ ಜಾಲ್ಯಾರ್ ತುಮ್ಚ್ಯಾ ವಾಂಗ್ಡಿಯಾಕ್ನಿ ಗಿರೆ ಕಾಡ್ತಲಿ ತಾಕತ್ ಖೈತ್ನಾ ಯೆತಾ? ತುಮ್ಚೆ ವಾಂಗ್ಡಿಚ್ ತುಮಿ ಚುಕ್ ಯೌಜುಲ್ಯಾಸಿ ಮನುನ್ ದಾಕ್ವುನ್ ದಿತ್ಯಾತ್!