Matthew 12:28 — Compare Translations

7 translations compared side by side

Odia - 1840
"ମୁଁ କିନ୍ତୁ ଭୁତମାନଙ୍କୁ ପରମେଶ୍ବରଙ୍କ ଆତ୍ମାର ଶକ୍ତି ସାହାୟ୍ଯ ରେ ତଡ଼ି ଦେଉଛି। ତେଣୁ ଏଥିରୁ ପ୍ରମାଣିତ ହେଉଛି ଯେ, ପରମେଶ୍ବରଙ୍କ ରାଜ୍ଯ ତୁମ୍ଭ ନିକଟରେ ପୂରାପୂରି ଆସି ପହଞ୍ଚିଗଲାଣି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ଯଦି ଈଶ୍ଵରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ଵରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭୂତ ଛଡ଼ାଇବା ଶକ୍ତି ମୁଁ ବାଆଲଜିବୁଲ୍ଠାରୁ ପାଇ ନାହିଁ। ଈଶ୍ୱରଙ୍କ ଆତ୍ମାଙ୍କଠାରୁ ତାହା ମୁଁ ପାଇଛି। ଏହାଦ୍ୱାରା ଆଉ ଗୋଟିଏ ବିଷୟ ପ୍ରମାଣିତ ହେଉଛି-ସ୍ୱର୍ଗରାଜ୍ୟ ତୁମ୍ଭମାନଙ୍କ ନିକଟକୁ ଆସି ଗଲାଣି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କିନ୍ତୁ ଭୂତମାନଙ୍କୁ ପରମେଶ୍ୱରଙ୍କ ଆତ୍ମାର ଶକ୍ତି ସାହାଯ୍ୟରେ ତଡ଼ି ଦେଉଛି। ତେଣୁ ଏଥିରୁ ପ୍ରମାଣିତ ହେଉଛି ଯେ, ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭ ନିକଟରେ ପୂରାପୂରି ଆସି ପହଞ୍ଚିଗଲାଣି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ଯଦି ଈଶ୍ବରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ଯଦି ଈଶ୍ୱରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಗಿರ್‍ಯಾಂಚೊ ಮುಖಂಡ್ ಬೆಎಲ್ಜೆಬುಲ್ ನ್ಹಯ್, ಪವಿತ್ರ್ ಆತ್ಮೊ ಮಾಕಾ ಗಿರೆ ಸೊಡ್ಸುತಲಿ ತಾಕತ್ ದಿತಾ, ಅನಿ ಅಶೆ, ಹೆ ಸಗ್ಳೆ ದೆವಾಚೆ ರಾಜ್ ತುಮ್ಚ್ಯಾ ಮದ್ದಿ ಯೆವ್ನ್ ಹೊಲಾ ಮನುನ್ ದಾಕ್ವುನ್ ದಿತಾ.