Matthew 12:29 — Compare Translations

7 translations compared side by side

Odia - 1840
"ଜଣେ ଲୋକ କୌଣସି ବଳବାନ ଲୋକ ଘ ରେ ପଶି ତା'ର ସମ୍ପତ୍ତି ଚେ଼ା ରଇନବେୋକୁ ଚାହିଁଲେ, ସେ ବଳବାନ ଲୋକଟିକୁ ପ୍ରଥମେ ବାନ୍ଧି ପକାଇବ। ତା'ପରେ ସେ ବଳବାନ ଲୋକର ଘରୁ ସବୁ ଲୁଟି କରି ନଇେ ଯାଇ ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବା କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ କିପ୍ରକାରେ ତାହା ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ରସବୁ ହରଣ କରିପାରେ? ତାହାକୁ ଆଗେ ବାନ୍ଧିଲେ ସିନା ତାହାର ଗୃହ ଲୁଣ୍ଠନ କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଗୋଟିଏ ବଳବାନ୍ ଲୋକକୁ ଆଗେ ବାନ୍ଧି ନ ପକାଇଲେ, କେହି ତା’ ଘରେ ଜବରଦସ୍ତ ପଶି ତା’ର ସମ୍ପତ୍ତି ଲୁଟ ନେଇ ପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଲୋକ କୌଣସି ବଳବାନ ଲୋକ ଘରେ ପଶି ତା’ର ସମ୍ପତ୍ତି ଗ୍ଭେରେଇନେବାକୁ ଗ୍ଭହିଁଲେ, ସେ ବଳବାନ ଲୋକଟିକୁ ପ୍ରଥମେ ବାନ୍ଧି ପକାଇବ। ତା’ପରେ ସେ ବଳବାନ ଲୋକର ଘରୁ ସବୁ ଲୁଟି କରି ନେଇ ଯାଇପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବା କେହି ପ୍ରଥମେ ବଳବାନ ଲୋକଙ୍କୁ ନ ବାନ୍ଧିଲେ କିପ୍ରକାରେ ତାହା ଘରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଚୋରି କରିପାରେ? ତାହାକୁ ଆଗେ ବାନ୍ଧିଲେ ସିନା ତାହାର ଗୃହ ଲୁଣ୍ଠନ କରିବ।
Odia IRV 2017 (ଓଡିଆ ବାଇବେଲ)
ଅବା କେହି ପ୍ରଥମେ ବଳବାନ ଲୋକଙ୍କୁ ନ ବାନ୍ଧିଲେ କିପ୍ରକାରେ ତାହା ଘରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଚୋରି କରି ପାରେ? ତାହାକୁ ଆଗେ ବାନ୍ଧିଲେ ସିନା ତାହାର ଗୃହ ଲୁଣ୍ଠନ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಘರಾತ್ಲ್ಯಾ ಘಟ್ಮುಟ್ ಮಾನ್ಸಾಕ್ ಭಾಂದುನ್ ಘಾಲುಚ್ಯಾ ಅದ್ದಿ ತೆಚ್ಯಾ ಘರಾತ್ಲೆ ಸಾಮಾನ್ ಚೊರುನ್ ಘೆವ್ನ್ ಜಾವ್ಕ್ ಹೊತಾ ಕಾಯ್? ಹೊಯ್ನಾ, ತೆಕಾ ಘಟ್ ಭಾಂದುನ್ ಘಾಲುನ್ ಮಾನಾ ತೆಚಿ ಸಾಮಾನಾ ಘೆವ್ನ್ ಜಾವ್ಕ್ ಹೊತಾ.