Matthew 12:3 — Compare Translations

7 translations compared side by side

Odia - 1840
"ଏହା ଶୁଣି ଯୀଶୁ ସମାନଙ୍କେୁ କହିଲେ, ଦାଉଦ ଓ ତାହାଙ୍କ ସାଙ୍ଗ ରେ ଥିବା ଲୋକେ ଭୋକ ଲାଗୁବା ବେଳେ କଣ କରିଥିଲେ, ସେ ବିଷୟ ରେ ତୁମ୍ଭେ କ'ଣ ପଢିନାହଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ସେମାନଙ୍କୁ କହିଲେ, ଦାଉଦ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କଅଣ କରିଥିଲେ, ତାହା କି ତୁମ୍ଭେମାନେ ପାଠ କରି ନାହଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଦିନେ ଦାଉଦ ଓ ତାଙ୍କ ଅନୁଚରମାନେ କ୍ଷୁଧାର୍ତ୍ତ ହେଲା ବେଳେ ଦାଉଦ କ’ଣ କଲେ, ତୁମ୍ଭେମାନେ ଶାସ୍ତ୍ରରେ ପଢ଼ି ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଏହା ଶୁଣି ଯୀଶୁ ସେମାନଙ୍କୁ କହିଲେ, “ଦାଉଦ ଓ ତାହାଙ୍କ ସାଙ୍ଗରେ ଥିବା ଲୋକେ, ଭୋକ ଲାଗିବା ବେଳେ କ’ଣ କରିଥିଲେ, ସେ ବିଷୟରେ ତୁମ୍ଭେ କ’ଣ ପଢ଼ି ନାହଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ସେମାନଙ୍କୁ କହିଲେ, “ଦାଉଦ ଓ ତାହାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କଅଣ କରୁଥିଲେ, ତାହା କି ତୁମ୍ଭେମାନେ ପାଠ କରି ନାହଁ?
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ସେମାନଙ୍କୁ କହିଲେ, ଦାଉଦ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କ'ଣ କରୁଥିଲେ, ତାହା କି ତୁମ୍ଭେମାନେ ପାଠ କରି ନାହଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ, “ದಾವಿದಾಕ್ ಅನಿ ತೆಚ್ಯಾ ವಾಂಗ್ಡಾ ಹೊತ್ತ್ಯಾಕ್ನಿ, ಭುಕ್‍ ಲಾಗಲ್ಲ್ಯಾ ತನ್ನಾ ದಾವಿದಾನ್ ಕಾಯ್ ಕರ್‍ಲ್ಯಾನ್ ಮನುನ್ ತುಮಿ ಕನ್ನಾಬಿ ವಾಚ್ವುಕ್ನ್ಯಾಸಿ ಕಾಯ್?