Matthew 12:31 — Compare Translations

7 translations compared side by side

Odia - 1840
"ତେଣୁ ମୁଁ ତୁମ୍ଭକୁ କହୁଛି ଯେ, ଲୋକେ ଯେଉଁ ସବୁ ପାପ କରୁଛନ୍ତି ତାହା କ୍ଷମା କରି ଦିଆୟିବ। ଲୋକମାନେ ଯେଉଁସବୁ ଖରାପ କଥା କହୁଛନ୍ତି, ତାହା କ୍ଷମା କରି ଦିଆୟିବ। କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧ ରେ ନିନ୍ଦା କଲେ କ୍ଷମା କରାଯାଇ ପାରିବନି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ, କିନ୍ତୁ ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅତଏବ ମୁଁ ତୁମ୍ଭମାନଙ୍କୁ କହୁଛି, ମନୁଷ୍ୟ ଯେ କୌଣସି ପାପ କରୁ ବା ଅସତ୍ କଥା କହୁ, ସେଥିପାଇଁ ତାକୁ କ୍ଷମା ଦିଆଯାଇପାରେ। କିନ୍ତୁ ଯଦି କେହି ପବିତ୍ରାତ୍ମାଙ୍କ ବିରୁଦ୍ଧରେ କିଛି କହେ, ତା’ର କ୍ଷମା ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ତୁମ୍ଭକୁ କହୁଛି ଯେ, ଲୋକେ ଯେଉଁସବୁ ପାପ କରୁଛନ୍ତି ତାହା କ୍ଷମା କରି ଦିଆଯିବ। ଲୋକମାନେ ଯେଉଁସବୁ ଖରାପ କଥା କହୁଛନ୍ତି, ତାହା କ୍ଷମା କରି ଦିଆଯିବ। କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କଲେ କ୍ଷମା କରାଯାଇ ପାରିବନି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ, କିନ୍ତୁ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ, କିନ୍ତୁ ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ಮಿಯಾ ತುಮ್ಕಾ ಸಾಂಗ್ತಾ, ಕೊನ್ಬಿ ಬುರ್ಶೆ ಬೊಲ್ಲ್ಯಾರ್ ನಾಹೊಲ್ಯಾರ್ ಪಾಪಾ ಕರಲ್ಲ್ಯಾಕ್ನಿ ಮಾಪಿ ಗಾವ್ತಾ, ಖರೆ ಪವಿತ್ರ್ ಆತ್ಮ್ಯಾಚ್ಯಾ ವಿರೊದ್ ಬುರ್ಶೆ ಬೊಲ್ತಾ ತೆಕಾ ಕನ್ನಾಚ್ ಮಾಪಿ ಗಾವಿನಾ.