Matthew 12:32 — Compare Translations
7 translations compared side by side
Odia - 1840
"ଯଦି କହେି ମନୁଷ୍ଯପୁତ୍ରଙ୍କ ବିରୁଦ୍ଧ ରେ କିଛି କୁ ହେ ତବେେ ତାକୁ କ୍ଷମା କରାଯାଇପା ରେ, କିନ୍ତୁ ପବିତ୍ର ଆତ୍ମାଙ୍କ ବିରିଦ୍ଧ ରେ କହେି କିଛି କହିଲେ ତାକୁ ବର୍ତ୍ତମାନ ବା ଭବିଷ୍ଯତ ରେ କବେେ ହେଲେ କ୍ଷମା କରାୟିବନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେକେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେକେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଇହଯୁଗରେ କି ପରଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କେହି ମନୁଷ୍ୟପୁତ୍ର ବିରୁଦ୍ଧରେ କିଛି କହିଲେ, ସେ କ୍ଷମା ପାଇପାରେ। କିନ୍ତୁ ଯେ କେହି ପବିତ୍ରାତ୍ମାଙ୍କ ବିରୁଦ୍ଧରେ କହେ, ସେ ବର୍ତ୍ତମାନ ବ ଭବିଷ୍ୟତରେ କେବେହେଲେ କ୍ଷମା ପାଇବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କିଛି କୁହେ ତେବେ ତାକୁ କ୍ଷମା କରାଯାଇପାରେ, କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ କେହି କିଛି କହିଲେ ତାକୁ ବର୍ତ୍ତମାନ ବା ଭବିଷ୍ୟତରେ କେବେ ହେଲେ କ୍ଷମା କରାଯିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଏହି ଯୁଗରେ କି ଆଗାମୀ ଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଏହି ଯୁଗରେ କି ଆଗାମୀ ଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನ್ಸಾಚ್ಯಾ ಲೆಕಾಚ್ಯಾ ವಿರೊದ್ ಬೊಲಲ್ಲ್ಯಾಕ್ನಿ ತರ್ಬಿ ಮಾಪಿ ಗಾವಿಲ್, ಖರೆ ಪವಿತ್ರ್ ಆತ್ಮ್ಯಾಚ್ಯಾ ವಿರೊದ್ ಜೆ ಕೊನ್ ಬೊಲ್ತಾ ತೆಕಾ ಅತ್ತಾ ಹೊಂವ್ದಿತ್, ಕನ್ನಾಬಿ ಹೊಂವ್ದಿತ್ ಮಾಪಿ ಗಾವಿನಾ.