Matthew 12:33 — Compare Translations
7 translations compared side by side
Odia - 1840
"ଭଲ ଫଳ ପାଇବାକୁ ହେଲେ ଭଲ ଗଛଟିଏ ଲଗାଇବାକୁ ପଡ଼େ। ତୁମ୍ଭର ଖରାପ ଗଛଟିଏ ଥିଲେ ସେଥିରୁ ତୁମ୍ଭେ ଖରାପ ଫଳ ପାଇବ। କାରଣ ଫଳଦ୍ବାରା ଗଛଟିକୁ ଚିହ୍ନି ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗଛକୁ ଭଲ କୁହ ଓ ତାହାର ଫଳକୁ ଭଲ କୁହ, ନତୁବା ଗଛକୁ ମନ୍ଦ କୁହ ଓ ତାହାର ଫଳକୁ ମନ୍ଦ କୁହ, କାରଣ ଫଳ ଦ୍ଵାରା ଗଛ ଚିହ୍ନାଯାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଭଲ ଫଳ ଧରିବା ପାଇଁ ଗଛଟି ବଳିଷ୍ଠ ହେବା ଦରକାର। ଦୁର୍ବଳ ଗଛରେ ନିକୃଷ୍ଠ ଫଳ ହୁଏ। ଗଛଟି କି ପ୍ରକାର, ତା’ ଫଳ ଦ୍ୱାରା ଜଣାପଡ଼େ।
Odia Bible ERV 2004 (ପବିତ୍ର ବାଇବଲ)
କର୍ମ ହିଁ ବ୍ୟକ୍ତିର ପରିଚୟ ଦିଏ “ଭଲ ଫଳ ପାଇବାକୁ ହେଲେ ଭଲ ଗଛଟିଏ ଲଗାଇବାକୁ ପଡ଼େ। ତୁମ୍ଭର ଖରାପ ଗଛଟିଏ ଥିଲେ ସେଥିରୁ ତୁମ୍ଭେ ଖରାପ ଫଳ ପାଇବ। କାରଣ ଫଳଦ୍ୱାରା ଗଛଟିକୁ ଚିହ୍ନି ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଗଛକୁ ଭଲ କୁହ ଓ ତାହାର ଫଳକୁ ଭଲ କୁହ ନ ହେଲେ ଗଛକୁ ମନ୍ଦ କୁହ ଓ ତାହାର ଫଳକୁ ମନ୍ଦ କୁହ, କାରଣ ଫଳ ଦ୍ୱାରା ଗଛ ଚିହ୍ନାଯାଏ।
Odia IRV 2017 (ଓଡିଆ ବାଇବେଲ)
ଗଛକୁ ଭଲ କୁହ ଓ ତାହାର ଫଳକୁ ଭଲ କୁହ ନ ହେଲେ ଗଛକୁ ମନ୍ଦ କୁହ ଓ ତାହାର ଫଳକୁ ମନ୍ଦ କୁହ, କାରଣ ଫଳ ଦ୍ୱାରା ଗଛ ଚିହ୍ନାଯାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಬರಿ ಫಳಾ ಗಾವುಚಿ ತರ್, ಬರೆ ಝಾಡ್ ರ್ಹಾವ್ಕ್ ಪಾಜೆ, ಜರ್ ಝಾಡ್ ರೊಗೆಸಿ ಹಾಯ್, ತರ್ ತುಕಾ ಬರಿ ಫಳಾ ಗಾವಿನ್ಯಾತ್. ಫಳಾಂಚ್ಯಾ ವೈನಾಚ್ ಎಕ್ ಝಾಡ್ ಕಸ್ಲೆ ಮನುನ್ ವಳ್ಕುಕ್ ಹೊತಾ,”