Matthew 12:34 — Compare Translations

7 translations compared side by side

Odia - 1840
"ହେ କାଳସର୍ପର ସନ୍ତାନଗଣ, ତୁମ୍ଭମାନେେ ମନ୍ଦ ଲୋକ, ତୁମ୍ଭେ ଭଲ କଥା କିପରି କହି ପାରିବ? ଜଣେ ତା ମନ ଭିତ ରେ ଯାହା ଭାବୁଥାଏ, ତାକୁ କଥା ରେ ପ୍ରକାଶ କରିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହି ପାର? କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆରେ ସର୍ପପରି ଖଳଲୋକେ! ନିଜେ ଖଳ ହୋଇ ତୁମ୍ଭେମାନେଳ କ’ଣ ଭଲ କଥା କହି ପାରିବ? ହୃଦୟର ଭାବ ମୁଖ ଦେଇ ପ୍ରକାଶ ପାଏ।
Odia Bible ERV 2004 (ପବିତ୍ର ବାଇବଲ)
ହେ କାଳସର୍ପର ସନ୍ତାନଗଣ, ତୁମ୍ଭେମାନେ ମନ୍ଦ ଲୋକ, ତୁମ୍ଭେ ଭଲ କଥା କିପରି କହି ପାରିବ? ଜଣେ ତା ମନ ଭିତରେ ଯାହା ଭାବୁଥାଏ, ତାକୁ କଥାରେ ପ୍ରକାଶ କରିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହିପାର? କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ।
Odia IRV 2017 (ଓଡିଆ ବାଇବେଲ)
ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହିପାର? କାରଣ ହୃଦୟର ପୂର୍ଣ୍ଣତାରୁ ମୂଖ କଥା କହେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಾಪಾಚ್ಯಾ ಪಿಲ್ಲಾನೊ! ತುಮಿ ಬುರ್ಶೆ ರ್‍ಹಾತಾನಾ, ಬರೆ ಕಶೆ ಬೊಲುಕ್ ಹೊತಾ? ಜೆ ಕಾಯ್ ಮನಾತ್ ಹಾಯ್, ತೆಚ್ ತೊಂಡ್ ಬೊಲ್ತಾ.