Matthew 12:38 — Compare Translations

7 translations compared side by side

Odia - 1840
"ତା'ପରେ ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଭିତରୁ କେତକେ ଯୀଶୁଙ୍କୁ କହିଲେ, ଗୁରୁ, ତୁମ୍ଭେ ଆମ୍ଭକୁ ଚିହ୍ନ ସ୍ବରୂପ ଆଶ୍ଚର୍ୟ୍ଯକାର୍ୟ୍ଯଟିଏ ଦଖାେଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଆପଣଙ୍କଠାରୁ ଗୋଟିଏ ଚିହ୍ନ ଦେଖିବାକୁ ଇଚ୍ଛା କରୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦିନେ କେତେକ ଫାରୁଶୀ ଓ ଧର୍ମଗୁରୁ ଯୀଶଉଙ୍କୁ କହିଲେ, “ଗୁରୁ, ଆପଣଙ୍କର ଗୋଟିଏ ଅଲୌକିକ କାର୍ଯ୍ୟ ଦେଖିବାକୁ ଆମେ ଚାହୁଁଛୁ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ ପ୍ରମାଣ ଦେବା ପାଇଁ ଯିହୂଦୀମାନଙ୍କର ଆହ୍ୱାନ ତା’ପରେ ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଭିତରୁ କେତେକ ଯୀଶୁଙ୍କୁ କହିଲେ, “ଗୁରୁ, ତୁମ୍ଭେ ଆମ୍ଭକୁ ଚିହ୍ନ ସ୍ୱରୂପ ଆଶ୍ଚର୍ଯ୍ୟକାର୍ଯ୍ୟଟିଏ ଦେଖାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କୁ ଉତ୍ତର ଦେଲେ ହେ ଗୁରୁ, ଆମ୍ଭେମାନେ ଆପଣଙ୍କଠାରୁ ଗୋଟିଏ ଚିହ୍ନ ଦେଖିବାକୁ ଇଚ୍ଛା କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କୁ ଉତ୍ତର ଦେଲେ ହେ ଗୁରୁ, ଆମ୍ଭେମାନେ ଆପଣଙ୍କଠାରୁ ଗୋଟିଏ ଚିହ୍ନ ଦେଖିବାକୁ ଇଚ୍ଛା କରୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಉಲ್ಲೆ ಶಾಸ್ತರಾ ಶಿಕ್ವುತಲೆ ಅನಿ ಉಲ್ಲೆ ಫಾರಿಜೆವ್, “ಗುರುಜಿ, ಅಮ್ಕಾ ತಿಯಾ ಎಕ್ ಮೊಟೆ ವಿಚಿತ್ರ್ ಕರಲ್ಲೆ ಬಗುಕ್ ಪಾಜೆ,” ಮನುನ್ ಸಾಂಗುಕ್‍ಲಾಲೆ.