Matthew 12:39 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ମନ୍ଦ ଓ ପାପୀ ଲୋକମାନେ ପ୍ରମାଣ ପାଇଁ ଆଶ୍ଚର୍ୟ୍ଯକାର୍ୟ୍ଯ ଦେଖିବାକୁ ଚ଼ାହାଁନ୍ତି। କିନ୍ତୁ ତାହାଙ୍କୁ କୌଣସି ପ୍ରମାଣ ଦଖାଇେ ଦିଆୟିବନାହିଁ। କବଳେ ଭବିଷ୍ଯଦ୍ବକ୍ତା ୟୂନସଙ୍କ କ୍ଷେତ୍ର ରେ ଘଟିଥିବା ଆଶ୍ଚର୍ୟ୍ଯକାର୍ୟ୍ଯ ହିଁ ସମାନଙ୍କେ ପାଇଁ ଏକମାତ୍ର ଚ଼ିହ୍ନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ଵେଷଣ କରନ୍ତି, ମାତ୍ର ଭାବବାଦୀ ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶଉ ବିସ୍ମୟ ପ୍ରକାଶ କରି କହିଲେ, “ଏ ଯୁଗର ଲୋକମାନେ କେଡ଼େ ଦୁଷ୍ଟ ଓ ଈଶ୍ୱର ଅବିଶ୍ୱାସୀ। ତୁମ୍ଭେମାନେ ମୋତେ ଗୋଟିଏ ଆଶ୍ଚର୍ଯ୍ୟ କର୍ମ ଦେଖାଇବାକୁ କହୁଛ? କେବଳ ଭାବବାଦୀ ଯୂପସଙ୍କ ଜୀବନରେ ଘଟିଥିବା ଆଶ୍ଚର୍ଯ୍ୟ କର୍ମ ହିଁ ତୁମ୍ଭମାନଙ୍କୁ ଦେଖାଇ ଦିଆଯିବ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ମନ୍ଦ ଓ ପାପୀ ଲୋକମାନେ ପ୍ରମାଣ ପାଇଁ ଆଶ୍ଚର୍ଯ୍ୟକାର୍ଯ୍ୟ ଦେଖିବାକୁ ଗ୍ଭହାନ୍ତି। କିନ୍ତୁ ତାହାଙ୍କୁ କୌଣସି ପ୍ରମାଣ ଦେଖାଇ ଦିଆ ଯିବ ନାହିଁ। କେବଳ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯୂନସଙ୍କ କ୍ଷେତ୍ରରେ ଘଟିଥିବା ଆଶ୍ଚର୍ଯ୍ୟକାର୍ଯ୍ୟ ହିଁ ସେମାନଙ୍କ ପାଇଁ ଏକମାତ୍ର ଚିହ୍ନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ୱେଷଣ କରନ୍ତି, ମାତ୍ର ଭାବବାଦୀ ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ୱେଷଣ କରନ୍ତି, ମାତ୍ର ଭାବବାଦୀ ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ “ಹ್ಯಾ ಕಾಲಾಚಿ ಬುರ್ಶಿ ಅನಿ ದೆವಸ್ಪಾನ್‍ನಸಲ್ಲಿ ಲೊಕಾ ವಿಚಿತ್ರ್ ಇಚಾರ್‍ತ್ಯಾತ್, ಖರೆ ಜೊನಾ ಪ್ರವಾದ್ಯಾಚ್ಯಾ ವಿಚಿತ್ರಾ ಶಿವಾಯ್ ದುಸ್ರೆ ವಿಚಿತ್ರ್ ಹೆಂಕಾ ದಿವ್ಕ್ ಹೊಯ್ನಾ.