Matthew 12:4 — Compare Translations

7 translations compared side by side

Odia - 1840
"ସେ ପରମେଶ୍ବରଙ୍କ ଘ ରେ ପ୍ରବେଶ କରିଥିଲେ ଓ ପରମେଶ୍ବରଙ୍କୁ ଅର୍ପଣ କରାଯାଇଥିବା ପବିତ୍ର ରୋଟୀ ସେ ଓ ତାହାଙ୍କ ସହିତ ଥିବା ଲୋକମାନେ ଖାଇଦଇେଥିଲେ। ମାଶାଙ୍କେ ବ୍ଯବସ୍ଥା ଅନୁସାରେ ଦାଉଦ ଓ ତାହାଙ୍କ ସାଥୀମାନଙ୍କର ଏହା ଖାଇବା ଅଧିକାର ନଥିଲା। କାରଣ କବଳେ ଯାଜକମାନଙ୍କୁ ତାହା ଖାଇବାପାଇଁ ଅନୁମତି ଦିଆଯାଇଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କିପରି ଈଶ୍ଵରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଦର୍ଶନୀରୋଟୀ କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ସେଦିନ ମନ୍ଦିର ଭିତରକୁ ଯାଇ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ରୋଟୀ ଖାଇଲେ। ଶାସ୍ତ୍ର ଅନୁଯାୟୀ ପୁରୋହିତଙ୍କ ଛଡ଼ା ସେହି ରୋଟୀ ଖାଇବା ପାଇଁ ଅନ୍ୟ କାହାର ଅଧିକାର ନ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେ ପରମେଶ୍ୱରଙ୍କ ଘରେ ପ୍ରବେଶ କରିଥିଲେ ଓ ପରମେଶ୍ୱରଙ୍କୁ ଅର୍ପଣ କରାଯାଇଥିବା ପବିତ୍ର ରୋଟୀ ସେ ଓ ତାହାଙ୍କ ସହିତ ଥିବା ଲୋକମାନେ ଖାଇଦେଇଥିଲେ। ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଦାଉଦ ଓ ତାହାଙ୍କ ସାଥୀମାନଙ୍କର ଏହା ଖାଇବା ଅଧିକାର ନ ଥିଲା। କାରଣ କେବଳ ଯାଜକମାନଙ୍କୁ ତାହା ଖାଇବା ପାଇଁ ଅନୁମତି ଦିଆଯାଇଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାହାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ କିପରି ଈଶ୍ୱରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ದೆವಾಚ್ಯಾ ಗುಡಿತ್ ಗೆಲೊ. ಅನಿ ದೆವಾಕ್ ಭೆಟ್ವಲ್ಲ್ಯಾ ಭಾಕ್ರಿಯಾ ಯಾಜಕಾನಿ ಸೊಡುನ್ ಅನಿ ಕೊನ್‍ಬಿ ಖಾತಲೆ ನಾ ಮನುನ್ ಮೊಯ್ಜೆಚ್ಯಾ ಖಾಯ್ದ್ಯಾತ್ನಿ ಸಾಂಗಲ್ಲೆ ಹಾಯ್ ಜಾಲ್ಯಾರ್‍ಬಿ ತೆನಿ ಅನಿ ತೆಚ್ಯಾ ವಾಂಗ್ಡಿಯಾನಿ ತ್ಯಾ ಭಾಕ್ರಿಯಾ ಖಾಲ್ಯಾನಿ.