Matthew 12:40 — Compare Translations

7 translations compared side by side

Odia - 1840
"ୟୁନସ ସମୁଦ୍ରର ଗୋଟିଏ ବଡ଼ ମାଛ ପଟେ ରେ ତିନିଦିନ ଓ ତିନିରାତି ଥିଲେ। ସହେିପରି ମନୁଷ୍ଯପୁତ୍ର ତିନିଦିନ ଓ ତିନିରାତି କବର ଭିତ ରେ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତ୍ରି ବୃହତ୍ ମତ୍ସ୍ୟ ଉଦରରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତ୍ରି ଭୂଗର୍ଭରେ ରହିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଯୁନସ ଯେପରି ମାଛ ପେଟରେ ତିନି ଦିନ ଓ ତିନି ରାତି ରହିଥିଲେ, ସେହିପରି ମନୁଷ୍ୟପୁତ୍ର ମଧ୍ୟ ଭୂଗର୍ଭରେ ତିନି ଦିନ ଓ ତିନି ରାତି ଅତିବାହିତ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଯୂନସ ସମୁଦ୍ରର ଗୋଟିଏ ବଡ଼ ମାଛ ପେଟରେ ତିନି ଦିନ ଓ ତିନିରାତି ଥିଲେ। ସେହିପରି ମନୁଷ୍ୟପୁତ୍ର ତିନି ଦିନ ଓ ତିନିରାତି କବର ଭିତରେ ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତି ଏକ ବୃହତ୍ ମତ୍ସ୍ୟର ପେଟରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତି ଭୂଗର୍ଭରେ ରହିବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତି ଏକ ବଡ଼ ମାଛର ପେଟରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତି ଭୂଗର୍ଭରେ ରହିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೊನಾ ತಿನ್ ದಿಸ್ ಅನಿ ತಿನ್ ರಾತ್ ಕಶೆ ಮಾಸೊಳಿಚ್ಯಾ ಪೊಟಾತ್ ರ್‍ಹಾಲೊ, ತಸೆಚ್ ಮಾನ್ಸಾಚೊ ಲೆಕ್‍ಬಿ ತಿನ್ ದಿಸ್ ಅನಿ ತಿನ್ ರಾತ್ ಜಿಮ್ನಿಚ್ಯಾ ಭುತ್ತುರ್ ರ್‍ಹಾತಾ.