Matthew 12:42 — Compare Translations
7 translations compared side by side
Odia - 1840
"ଯେଉଁ ଦିନ ବିଚ଼ାର ହବେ ସେ ଦିନ ଦକ୍ଷିଣର ରାଣୀ ପର୍ତ୍ତମାନ ଜୀବିତ ଥିବା ଲୋକଙ୍କ ସହିତ ଠିଆ ହବେେ ଏବଂ ସେ ସମାନଙ୍କେୁ ଦୋଷୀ ସାବ୍ଯସ୍ତ କରିବେ। କାରଣ ସେ ଶଲମାନଙ୍କେ ଜ୍ଞାନର କଥା ଶୁଣିବା ପାଇଁ ବହୁତ ଦୂରରୁ ଆସିଥିଲେ। ଏବଂ ମୁଁ ତୁମ୍ଭକୁ କହୁଛି ଯେ ମୁଁ ଶଲମାନଙ୍କେଠାରୁ ଅଧିକ ମହାନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ, ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ୍ ବିଷୟ ଏ ସ୍ଥାନରେ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିଚାର ଦିନରେ ଶିବାର ରାଣୀ ତୁମ୍ଭମାନଙ୍କର ଦୋଷ ଦେଖାଇବା ନାଇଁ ଠିଆ ହେବେ, କାରଣ ଶଲୋମନଙ୍କ ଜ୍ଞାନପୂର୍ଣ କଥା ଶୁଣିବା ପାଇଁ ସୁଦୂର ଦେଶରୁ ସେ ଆସିତିଲେ; କିନ୍ତୁ ମୁଁ ତୁମ୍ଭମାନଙ୍କୁ ନିଶ୍ଚିତ ଭାବରେ କହୁଛି, ଶଲୋମନଙ୍କଠାରୁ ମହୀୟାନ ଜଣେ ଏରଡାରେ ଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
“ଯେଉଁ ଦିନ ବିଗ୍ଭର ହେବ ସେ ଦିନ ଦକ୍ଷିଣର ରାଣୀ ବର୍ତ୍ତମାନ ଜୀବିତ ଥିବା ଲୋକଙ୍କ ସହିତ ଠିଆହେବେ ଏବଂ ସେ ସେମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ। କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବା ପାଇଁ ବହୁତ ଦୂରରୁ ଆସିଥିଲେ। ଏବଂ ମୁଁ ତୁମ୍ଭକୁ କହୁଛି ଯେ ମୁଁ ଶଲୋମନଙ୍କଠାରୁ ଅଧିକ ମହାନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଲେ, ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।”
Odia IRV 2017 (ଓଡିଆ ବାଇବେଲ)
ଆଉ, ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଲେ, ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಝಡ್ತಿಚ್ಯಾ ದಿಸಿ “ಶೆಬಾ ಮನ್ತಲ್ಯಾ ದೆಸಾಚಿ ರಾನಿ ಇಬೆ ರ್ಹಾವ್ನ್, ಹಿ ಪಿಳ್ಗಿ ಚುಕಿದಾರ್ ಮನುನ್ ದಾಕ್ವುನ್ ದಿತಾ, ಕಶ್ಯಾಕ್ ಮಟ್ಲ್ಯಾರ್, ಅಪ್ನಾಚ್ಯಾ ದೆಸಾಕ್ನಾ ಸಗ್ಳಿ ವಾಟ್ಬರ್ ಚಲುನ್ಗೆತ್ ತಿ ಸಾಲ್ಮಾವಾಚ್ಯಾ ಶಾನ್ಪಾನಾಚೆ ಶಿಕಾಪ್ ಆಯ್ಕುಕ್ ಮನುನ್ ಯೆಲ್ಲಿ, ಖರೆ ಮಿಯಾ ಖರೆಚ್ ಸಾಂಗ್ತಾ, ಹಿತ್ತೆ ಸೊಲೊಮೊನಾಚ್ಯಾನ್ಕಿ ಮೊಟೊ ಎಕ್ಲೊ ಹಾಯ್!” ಮಟ್ಲ್ಯಾನ್.