Matthew 12:43 — Compare Translations

7 translations compared side by side

Odia - 1840
"ଯେତବେେଳେ ଗୋଟିଏ ଭୂତ କୌଣସି ଲୋକଦହରେୁ ବାହାରି ଗ୍ଭଲି ଆ ସେ, ସେତବେେଳେ ସେ ପଥଭ୍ରଷ୍ଟ ହାଇେ ବିଶ୍ରାମ ନବୋପାଇଁ ଶୁଖିଲା ଜାଗାଟିଏ ଖୋଚି ବୁଲେ। କିନ୍ତୁ ସଭେଳି ଜାଗାଟିଏ ତାକୁ ମିଳନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଗଲା ଉତ୍ତାରେ ଜଳଶୂନ୍ୟ ସ୍ଥାନସବୁ ଭ୍ରମଣ କରି ବିଶ୍ରାମ ଖୋଜେ ଓ ତାହା ପାଏ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମନୁଷ୍ୟ। ଦେହରୁ ବାହାରି ଯିବା ପରେ ଗୋଟିଏ ପ୍ରେତାତ୍ମା ମରୁଞ୍ଚଳରେ ବିଚରଣ କରି ଆଉ ଗୋଟିଏ ଆଶ୍ରୟ ସ୍ଥଳ ଖୋଜେ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନର ଲୋକମାନଙ୍କଠାରେ ମନ୍ଦଗୁଣ ଭରି ରହିଛି “ଯେତେବେଳେ ଗୋଟିଏ ଭୂତ କୌଣସି ଲୋକଦେହରୁ ବାହାରି ଗ୍ଭଲି ଆସେ, ସେତେବେଳେ ସେ ପଥଭ୍ରଷ୍ଟ ହୋଇ ବିଶ୍ରାମ ନେବା ପାଇଁ ଶୁଖିଲା ଜାଗାଟିଏ ଖୋଜି ବୁଲେ, କିନ୍ତୁ ସେଭଳି ଜାଗାଟିଏ ତାକୁ ମିଳେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଗଲା ପରେ ଜଳଶୂନ୍ୟ ସ୍ଥାନ ସବୁ ଭ୍ରମଣ କରି ବିଶ୍ରାମ ଖୋଜେ ଓ ତାହା ପାଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଗଲା ପରେ ଜଳଶୂନ୍ୟ ସ୍ଥାନ ସବୁ ଭ୍ରମଣ କରି ବିଶ୍ରାମ ଖୋଜେ ଓ ତାହା ପାଏ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಗಿರೊ ಎಕ್ ಮಾನ್ಸಾತ್ನಾ ಭಾಯ್ರ್ ಗೆಲ್ಲ್ಯಾ ತನ್ನಾ, ತೊ ಸಗ್ಳಾಕ್ಡೆ ವಾಳ್ಕ್ಯಾ ಜಾಗ್ಯಾ ವೈನಿ ಜಾತಾ ಅನಿ ಅಪ್ನಾಕ್ ರ್‍ಹಾವ್ಕ್ ಜಾಗೊ ಹುಡಕ್ತಾ. ತೆಕಾ ಖೈಬಿ ಜಾಗೊ ಗಾವಿನಸ್ಲ್ಯಾರ್,