Matthew 12:44 — Compare Translations
7 translations compared side by side
Odia - 1840
"ସେତବେେଳେ ସେ କୁ ହେ, 'ମୁଁ ମାରେ ଯେଉଁ ପୁରୁଣା ଘର ଛାଡ଼ି ଗ୍ଭଲି ଆସିଛି, ପୁଣି ସଠାେକୁ ଫରେିୟିବି।' ସେ ପୁଣି ଫରେିଆ ସେ। ସେ ଦେଖେ ସେ ପର୍ୟ୍ଯନ୍ତ ମଧ୍ଯ ଘରଟି ଖାଲି ଅଛି। ସଫା ଅଛି ଏବଂ ସବୁ ଠିକ୍ଠାକ୍ ଅଛି। ତା'ପରେ ସେ ଯାଏ ଓ ତା'ଠାରୁ ଅଧିକ ଖରାପ ଆଉ ସାତଟା ଭୂତଙ୍କୁ ଡ଼ାକିଆଣେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ କୁହେ, ମୁଁ ଯେଉଁ ଘରୁ ବାହାରି ଆସିଥିଲି, ମୋର ସେହି ଘରକୁ ବାହୁଡ଼ିଯିବି; ପୁଣି, ସେ ଆସି ତାହା ଶୂନ୍ୟ, ମାର୍ଜିତ ଓ ସୁଶୋଭିତ ଦେଖେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ ନ ଉଚ୍ଛା କରେ। ଯଦି ଫେରିଯାଇ ଦେଖେ, ସେହି ଘର ସଫାସୁତ୍ରୁରା ହୋଇ ଖଶଲି ପଡ଼ିଛି,
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ସେ କୁହେ, ‘ମୁଁ ମୋର ଯେଉଁ ପୁରୁଣା ଘର ଛାଡ଼ି ଗ୍ଭଲି ଆସିଛି, ପୁଣି ସେଠାକୁ ଫେରିଯିବି।’ ସେ ପୁଣି ଫେରି ଆସେ, ସେ ଦେଖେ ସେପର୍ଯ୍ୟନ୍ତ ମଧ୍ୟ ଘରଟି ଖାଲି ଅଛି। ସଫା ଅଛି ଏବଂ ସବୁ ଠିକ୍ଠାକ୍ ଅଛି। ତା’ପରେ ସେ ଯାଏ ଓ ତା’ଠାରୁ ଅଧିକ ଖରାପ ଆଉ ସାତୋଟା ଭୂତଙ୍କୁ ଡାକିଆଣେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ କୁହେ, ମୁଁ ଯେଉଁ ଘରୁ ବାହାରି ଆସିଲି, ମୋହର ସେହି ଘରକୁ ଫେରିଯିବି; ପୁଣି, ସେ ଆସି ତାହା ଶୂନ୍ୟ, ମାର୍ଜିତ ଓ ସୁଶୋଭିତ ଦେଖେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ କୁହେ, ମୁଁ ଯେଉଁ ଘରୁ ବାହାରି ଆସିଲି, ମୋହର ସେହି ଘରକୁ ଫେରିଯିବି; ପୁଣି, ସେ ଆସି ତାହା ଶୂନ୍ୟ, ମାର୍ଜିତ ଓ ସୁଶୋଭିତ ଦେଖେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಗಿರೊ ಮಿಯಾ ಅನಿ ಪರ್ತುನ್ ಮಾಜ್ಯಾ ಘರಾಕ್ ಜಾತಾ ಮನ್ತಾ, ಅನಿ ಪರ್ತುನ್ ಯೆಲ್ಲ್ಯಾ ತನ್ನಾ, ತೆಕಾ ಜಾಗೊ ಖಾಲಿ ದಿಸ್ತಾ ಅನಿ ಪವಿತ್ರ್ ಅನಿ ಬರೊ ದಿಸ್ತಾ.