Matthew 12:45 — Compare Translations

7 translations compared side by side

Odia - 1840
"ତା'ପରେ ସବୁ ଭୂତ ସେ ଘର ଭିତରକୁ ଯାଇ ସଠାେରେ ବସବାସ କରନ୍ତି। ସେତବେେଳେ ଲୋକଟିର ଅବସ୍ଥା ପୂର୍ବ ଅପେକ୍ଷା ଅଧିକ ଶୋଚ଼ନୀୟ ହାଇପେଡ଼େ। ଏବେ ଜୀବିତ ଥିବା ମନ୍ଦ ଲୋକଙ୍କ ପାଇଁ ସହେି ଏକାକଥା ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ଦୁଷ୍ଟ ଆଉ ସାତୋଟା ଆତ୍ମା ସାଙ୍ଗରେ ଘେନି ଆସେ, ପୁଣି ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି, ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ । ଏହି ଦୁଷ୍ଟ ପୁରୁଷ ପ୍ରତି ମଧ୍ୟ ସେହି ପ୍ରକାର ଘଟିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ଠାରୁ ଆହୁରି ଦୁଷ୍ଟ ସାତ ଜଣେ ପ୍ରେରିତ ନିମନ୍ତ୍ରଣ କରି ଆ;ଣ ଏବଂ ସେମାନେ ସମସ୍ତେ ସେହି ଘରେ ବାସ କରନ୍ତି। ଏହାଦ୍ୱାରା, ସେହି ଭୂତଗ୍ରସ୍ତ ମନୁଷ୍ୟର ଶେଷ ଦଶା ପୂର୍ବ ଦଶା ଅପେକ୍ଷା ଅଧିକ ଶୋଚନୀୟ ହୁଏ। ଏହି ଯୁଗର ଖଳ ଲୋକମାନେ ଏହିପରି ଶୋଚନୀୟ ଦଶା ଭୋଗିବେ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସବୁ ଭୂତ ସେ ଘର ଭିତରକୁ ଯାଇ ସେଠାରେ ବସବାସ କରନ୍ତି। ସେତେବେଳେ ଲୋକଟିର ଅବସ୍ଥା ପୂର୍ବ ଅପେକ୍ଷା ଅଧିକ ଶୋଚନୀୟ ହୋଇପଡ଼େ। ଏବେ ଜୀବିତ ଥିବା ମନ୍ଦ ଲୋକଙ୍କ ପାଇଁ ସେହି ଏକାକଥା ଘଟିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ମନ୍ଦ ଆଉ ସାତଟା ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ମନ୍ଦ ହୁଏ। ଏହି ଦୁଷ୍ଟ ପୁରୁଷ ପ୍ରତି ମଧ୍ୟ ସେହି ପ୍ରକାର ଘଟିବ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ମନ୍ଦ ଆଉ ସାତଟା ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ମନ୍ଦ ହୁଏ । ଏହି ଦୁଷ୍ଟ ପୁରୁଷ ପ୍ରତି ମଧ୍ୟ ସେହି ପ୍ରକାର ଘଟିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೊ ಗಿರೊ ಪರ್ತುನ್ ಜಾತಾ ಅನಿ ಅಪ್ನಾಚ್ಯಾನ್ಕಿ ಬುರ್ಶ್ಯಾ,ಸತ್ತ್ ಗಿರ್‍ಯಾಕ್ನಿ ವಾಂಗ್ಡಾ ಬಲ್ವುನ್ ಘೆವ್ನ್ ಯೆತಾ. ಅನಿ ತಿ ಥೈ ರ್‍ಹಾತ್ಯಾತ್. ಸಗ್ಳೆ ಹೊಲ್ಲ್ಯಾ ಮಾನಾ ತೊ ಮಾನುಸ್ ಅದ್ದಿ ಹೊತ್ತ್ಯಾಚ್ಯಾನ್ಕಿ ಬುರ್ಶ್ಯಾ ಸ್ಥಿತಿಕ್ ಪಾವ್ತಾ. ಅತ್ತಾಚ್ಯಾ ಬುರ್ಶ್ಯಾ ಲೊಕಾಕ್ನಿ ಅಸೆಚ್ ಹೊತಾ. ಮಟ್ಲ್ಯಾನ್.