Matthew 12:46 — Compare Translations
7 translations compared side by side
Odia - 1840
"ଯୀଶୁ ଯେତବେେଳେ ଏହି ସବୁ କଥା ସଠାେରେ ଜମା ରୋଇଥିବା ଲୋକମାନଙ୍କୁ କହୁଥିଲେ, ସେତବେେଳେ ତାହାଙ୍କ ମାଆ ଏବଂ ଭାଇ ଆସି ବାହା ରେ ଠିଆ ହେଲେ। ସମାନେେ ଯୀଶୁଙ୍କ ସାଙ୍ଗ ରେ କଥାବାର୍ତ୍ତା କରିବା ପାଇଁ ଗ୍ଭହୁଁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମା ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଲୋକମାନଙ୍କ ସହିତ କଥାବାର୍ତ୍ତା ହେବାବେଳେ ତାଙ୍କ ମାଆ ଓ ଭାଇମାନେ ସେହି ସ୍ଥାନରେ ପହଞ୍ଚି ତାଙ୍କୁ କିଛି କହତବା ପାଇଁ ବାହାରେ ଅପେକ୍ଷା କରି ତାଙ୍କୁ ଡକାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କର ପରିବାର ଯୀଶୁ ଯେତେବେଳେ ଏହିସବୁ କଥା ସେଠାରେ ଜମା ହୋଇଥିବା ଲୋକମାନଙ୍କୁ କହୁଥିଲେ, ସେତେବେଳେ ତାହାଙ୍କ ମା ଏବଂ ଭାଇ ଆସି ବାହାରେ ଠିଆ ହେଲେ। ସେମାନେ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରିବା ପାଇଁ ଗ୍ଭହୁଁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଆ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଁ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಲೊಕಾನಿಕ್ಡೆ ಬೊಲುನ್ಗೆತುಚ್ ಹೊತ್ತೊ, ತನ್ನಾ ತೆಚಿ ಬಾಯ್ ಅನಿ ಭಾವಾ ಥೈ ಯೆಲಿ. ತೆಚೆಕ್ಡೆ ಬೊಲುಕ್ ಪಾಜೆ ಮನುನ್ ತೆನಿ ಭಾಯ್ರುಚ್ ಇಬೆ ಹೊತ್ತೆ.