Matthew 12:47 — Compare Translations

7 translations compared side by side

Odia - 1840
"ଜଣେ କହେି ଯୀଶୁଙ୍କୁ କହିଲେ, ତୁମ୍ଭର ମାଆ ଏହଂ ଭାଇମାନେ ବାହା ରେ ଅପେକ୍ଷା କରିଛନ୍ତି। ସମାନେେ ତୁମ୍ଭ ସହିତ କଥାବାର୍ତ୍ତା ହବୋକୁ ଚ଼ାହୁଁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଜଣେ ତାହାଙ୍କୁ କହିଲା, ଦେଖନ୍ତୁ, ଆପଣଙ୍କ ମା ଓ ଭାଇମାନେ ବାହାରେ ଠିଆ ହୋଇ ଆପଣଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜଣେ ଲୋକ ଆସି ଯୀଶୁଙ୍କୁ କହିଲା, “ଦେଖନ୍ତୁ, ଆପଣଙ୍କ ମାଆ ଓ ଭାଇମାନେ ଆପଣଙ୍କ ପାଇଁ ବାହାରେ ଅପେକ୍ଷା କରିଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଜଣେ କେହି ଯୀଶୁଙ୍କୁ କହିଲେ, “ତୁମ୍ଭର ମା ଏବଂ ଭାଇମାନେ ବାହାରେ ଅପେକ୍ଷା କରିଛନ୍ତି। ସେମାନେ ତୁମ୍ଭ ସହିତ କଥାବାର୍ତ୍ତା ହେବାକୁ ଗ୍ଭହୁଁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଜଣେ ତାହାଙ୍କୁ କହିଲା, ଦେଖନ୍ତୁ, ଆପଣଙ୍କ ମାଆ ଓ ଭାଇମାନେ ବାହାରେ ଠିଆ ହୋଇ ଆପଣଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଜଣେ ତାହାଙ୍କୁ କହିଲା, ଦେଖନ୍ତୁ, ଆପଣଙ୍କ ମାଁ ଓ ଭାଇମାନେ ବାହାରେ ଠିଆ ହୋଇ ଆପଣଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್, ಲೊಕಾನಿತ್ಲೊ ಎಕ್ಲೊ ಜೆಜುಕ್ "ತುಜಿ ಬಾಯ್ ಅನಿ ಭಾವಾ ಭಾಯ್ರ್ ಯೆವ್ನ್ ಇಬೆ ರ್‍ಹಾಲ್ಯಾತ್, ತೆಂಕಾ ತುಜೆಕ್ಡೆ ಬೊಲುಕ್ ಪಾಜೆ ಮನಿ, ಮಟ್ಲ್ಯಾನ್.