Matthew 12:49 — Compare Translations

7 translations compared side by side

Odia - 1840
"ତା'ପରେ ସେ ତାହାଙ୍କର ଶିଷ୍ଯମାନଙ୍କ ଆଡ଼କୁ ହାତ ପଢ଼ଇେ କହିଲେ, ଏମାନେ ମାରେ ମାଆ ଓ ଭାଇ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯୀଶୁ ଆପଣା ଶିଷ୍ୟମାନଙ୍କ ଆଡ଼କୁ ହାତ ବଢ଼ାଇ କହିଲେ, ଦେଖ, ମୋହର ମା ଓ ମୋହର ଭାଇମାନେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଷ୍ୟମାନଙ୍କ ଆଡ଼କୁ ହାତ ଦେଖାଇ କହିଲେ, “ଏହିମାନେ ହେଉଛନ୍ତି ମୋର ମାଆ ଓ ଭାଇ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ତାହାଙ୍କର ଶିଷ୍ୟମାନଙ୍କ ଆଡ଼କୁ ହାତ ବଢ଼େଇ କହିଲେ, “ଏମାନେ ମୋର ମା ଓ ଭାଇ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଆପଣା ଶିଷ୍ୟମାନଙ୍କ ଆଡ଼କୁ ହାତ ବଢ଼ାଇ କହିଲେ, “ଦେଖ, ମୋହର ମାଆ ଓ ମୋହର ଭାଇମାନେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଆପଣା ଶିଷ୍ୟମାନଙ୍କ ଆଡ଼କୁ ହାତ ବଢ଼ାଇ କହିଲେ, ଦେଖ, ମୋହର ମାଁ ଓ ମୋହର ଭାଇମାନେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಅಪ್ನಾಚ್ಯಾ ಶಿಸಾಕ್ನಿ ದಾಕ್ವುನ್ಗೆತ್, ಅಬಕ್! ಹಿತ್ತೆ ಹಾಯ್ ಮಾಜಿ ಬಾಯ್, ಅನಿ ಮಾಜಿ ಭಾವಾ!