Matthew 12:5 — Compare Translations
7 translations compared side by side
Odia - 1840
"ତୁମ୍ଭେ ମାଶାଙ୍କେ ବ୍ଯବସ୍ଥା ରେ କ'ଣ ପଢିନାହଁ ଯେ ବଶ୍ରାମ ଦିବସ ରେ ଯାଜକମାନେ ପ୍ରଭୁଙ୍କ ମନ୍ଦିର ରେ ବିଶ୍ରାମ ଦିବସର ନୀତିନିୟମ ଉଲ୍ଲଙ୍ଘନ କରନ୍ତି? ସେ ଘଟଣା ରେ ତାହାଙ୍କର କହେି କିଛି ଦୋଷ ଧରନ୍ତିନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିମ୍ଵା ବିଶ୍ରାମବାରରେ ଯାଜକମାନେ ମନ୍ଦିର ମଧ୍ୟରେ ବିଶ୍ରାମବାରକୁ ଅପବିତ୍ର କଲେ ହେଁ ନିର୍ଦ୍ଦୋଷ ଅଟନ୍ତି, ବ୍ୟବସ୍ଥାରେ ତୁମ୍ଭେମାନେ କଅଣ ଏହା ପାଠ କରି ନାହଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ କ’ଣ କଢ଼ି ନାହିଁ? ମୋଶାଙ୍କ ବ୍ୟବସ୍ଥା ଅନୁଯାୟୀ ପୁରୋହିତମାନେ ବିଶ୍ରାମ ବାରରେ ମନ୍ଦିର ଭିତରେ ପୌରୋହିତ୍ୟ କରିବା ଦ୍ୱାରା ବିଶ୍ରାମବାର ନିୟମ ଲଘଂନ କରୁଥିଲେ ସୁଦ୍ଧା ସେଥିପାଇଁ ସେମମାନେ ଦୋଷୀ ବିବେଚିତ ହୁଅନ୍ତି ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋଶାଙ୍କ ବ୍ୟବସ୍ଥାରେ କ’ଣ ପଢ଼ି ନାହଁ ଯେ ବିଶ୍ରାମ ଦିବସରେ ଯାଜକମାନେ ପ୍ରଭୁଙ୍କ ମନ୍ଦିରରେ ବିଶ୍ରାମ ଦିବସର ନୀତିନିୟମ ଉଲ୍ଲଙ୍ଘନ କରନ୍ତି? ସେ ଘଟଣାରେ ତାହାଙ୍କର କେହି କିଛି ଦୋଷ ଧରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିମ୍ବା ବିଶ୍ରାମବାର ଦିନରେ ଯାଜକମାନେ ମନ୍ଦିର ମଧ୍ୟରେ ବିଶ୍ରାମବାରକୁ ଅପବିତ୍ର କଲେ ହେଁ ନିର୍ଦ୍ଦୋଷ ଅଟନ୍ତି, ମୋଶାଙ୍କ ବ୍ୟବସ୍ଥାରେ ତୁମ୍ଭେମାନେ କଅଣ ଏହା ପାଠ କରି ନାହଁ?
Odia IRV 2017 (ଓଡିଆ ବାଇବେଲ)
କିମ୍ବା ବିଶ୍ରାମବାରରେ ଯାଜକମାନେ ମନ୍ଦିର ମଧ୍ୟରେ ବିଶ୍ରାମବାରକୁ ଅପବିତ୍ର କଲେ ହେଁ ନିର୍ଦ୍ଦୋଶ ଅଟନ୍ତି, ମୋଶାଙ୍କ ବ୍ୟବସ୍ଥାରେ ତୁମ୍ଭେମାନେ କ'ଣ ଏହା ପାଠ କରି ନାହଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನಾಹೊಲ್ಯಾರ್, ಮೊಯ್ಜೆಚ್ಯಾ ಖಾಯ್ದ್ಯಾತ್ನಿ ಎಕ್ ಯಾಜಕಾನ್ ದೆವಾಚ್ಯಾ ಗುಡಿತ್ ಅರಾಮ್ ಘೆತಲ್ಯಾ ದಿಸಾಚೊ ಮಟ್ಲ್ಯಾರ್ ಸಬ್ಬಾತಾಚೊ ಖಾಯ್ದೊ ಮೊಡ್ಲ್ಯಾರ್ಬಿ, ತೆಚಿ ಚುಕ್ ನಾ, ಮನುನ್ ವಾಚ್ವುಕ್ನ್ಯಾಸಿ ಕಾಯ್?